ଭାରତୀୟ ଷ୍ଟେଟ ବ୍ୟାଙ୍କ ତରଫରୁ ୭୮ତମ ସ୍ଵାଧୀନତା ଦିବସ
ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ରାମଚନ୍ଦ୍ରପୁରସ୍ଥ ଡେ଼ଲାଙ୍ଗ କୋଠବାଡ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ତରଫରୁ ୭୮ତମ ସ୍ଵାଧୀନତା ଦିବସ ପାଳିତ ହୋଇଯାଇଛି । ବ୍ୟାଙ୍କ ତରଫରୁ ମାନେଜର ସୁବ୍ରତ ଜେନାଙ୍କ ସହ ନିହାରକାନ୍ତ ପ୍ରଧାନ, ସୁରେନ୍ଦ୍ର ପ୍ରଧାନ, ପ୍ରବୀଣ ଘଟୁଆରୀ, ବାନାମ୍ବର ପେଣ୍ଠୋଇ,!-->…
Read More...
Read More...