କଣାସ କଲେଜ ୧୯୯୫ ସ୍ନାତକ ବ୍ୟାଚ୍ର ବନ୍ଧୁମିଳନ
ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : କଣାସ କଲେଜ ୧୯୯୫ ସ୍ନାତକ ବ୍ୟାଚ୍ ପ୍ରାକ୍ତନ ଛାତ୍ରଛାତ୍ରୀମାନଙ୍କର ବନ୍ଧୁମିଳନ ସମାବେଶ କଣାସ ବ୍ଲକ୍ର ବଡ଼ାସ ସ୍ଥିତ ମା’ ପଂଚମୁଖୀ ମନ୍ଦିର ପରିସରରେ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଏହି ସମାବେଶରେ ସୁକାନ୍ତ କୁମାର ରାଉତ ଅଧ୍ୟକ୍ଷତା କରିଥିଲେ ।!-->…
Read More...
Read More...