ଭକ୍ତ ଶିରୋମଣି ଦାସିଆଙ୍କ ମହାପ୍ରୟାଣ ଦିବସ
ଡେଲାଙ୍ଗ, (ଦିଲ୍ଲିପ କୁମାର ଧାଉଡିଆ) : ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅନନ୍ୟ ଭକ୍ତ ଦାସିଆଙ୍କ ଜନ୍ମ ଓ ସାଧନା ପୀଠ ପୁରୀ ଜିଲ୍ଲାର ବାଲିଗ୍ରାମଠାରେ ପବିତ୍ର ମାଘ ଶୁକ୍ଳ ଏକାଦଶୀ ତିଥିରେ ମହାପ୍ରୟାଣ ଦିବସ ମହାସମାରୋହରେ ଭକ୍ତଦାସିଆ ସ୍ମୃତି କମିଟି ଆନୁକୂଲ୍ୟରେ ପାଳିତ ହୋଇଯାଇଅଛି । ଏହି!-->…
Read More...
Read More...