ରଘୁନାଥ ଦେବଙ୍କ ନୂତନ ବିଗ୍ରହ ଓ ପ୍ରାସାଦ ପ୍ରତିଷ୍ଠା ମହୋତ୍ସବ
ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଅରିଶଲ ଗ୍ରାମରେ ଶ୍ରୀ ଶ୍ରୀ ରଘୁନାଥ ଦେବଙ୍କ ନୂତନ ବିଗ୍ରହ ଓ ପ୍ରାସାଦ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ୩୦୦ରୁ ଅଧିକ ମହିଳା ଓ ପୁରୁଷ ଶ୍ରଦ୍ଧାଳୁ କଳସ ଯାତ୍ରାରେ ସାମିଲ ହୋଇଥିଲେ!-->…
Read More...
Read More...