ଘୋରଡ଼ିଆରେ ତ୍ରାହି ଜଗନ୍ନାଥ ମନ୍ଦିରର ରତ୍ନମୁଦ ସ୍ଥାପନ ଉତ୍ସବ
ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଘୋରଡିଆ ଗ୍ରାମର ବାରବାଟିଠାରେ ଅବସ୍ଥିତ ପୂରାତନ ତ୍ରାହି ଅଚ୍ୟୁତ ଆଶ୍ରମ ପରିସରରେ ସୋମବାର ଦିନ ଏକ ଭବ୍ୟ ଜଗନ୍ନାଥ ମନ୍ଦିରର ରତ୍ନମୁଦ ସ୍ଥାପନ ଉତ୍ସବ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ମନ୍ଦିରର!-->…
Read More...
Read More...