ଡେଲାଙ୍ଗ ବ୍ଲକର ବିଭିନ୍ନ ସ୍ଥାନରେ ୭୭ତମ ସ୍ୱାଧୀନତା ଦିବସ ପାଳିତ
ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଭାରତ ମାତା କି ଜୟ, ବନ୍ଦେ ମାତରମଂରେ ପ୍ରକମ୍ପିତ ହେଲା ଡେଲାଙ୍ଗ ବ୍ଲକ, ଫରଫର ଉଡିଲା ତ୍ରିରଙ୍ଗା । ୭୭ତମ ସ୍ଵାଧୀନତା ଦିବସ ଉପଲକ୍ଷେ ସରକାରୀ ବେସରକାରୀ ଅନୁଷ୍ଠାନରେ ସ୍ୱାଧୀନତା ଦିବସ ପାଳନ କରାଯାଇଥିଲା । ଏହି ଅବସରରେ ଡେଲାଙ୍ଗ ପଞ୍ଚାୟତ ସମିତି!-->…
Read More...
Read More...