ପ୍ରଧାନ ଶିକ୍ଷକଙ୍କ ସେବା ନିବୃତ ସମ୍ବର୍ଦ୍ଧନା ଓ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ
ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, କୁଆପଦାର ବରିଷ୍ଠ ପ୍ରଧାନ ଶିକ୍ଷକ ଦୀନବନ୍ଧୁ ମୁଦୁଲିଙ୍କ ସେବା ନିବୃତ୍ତ ସମ୍ବର୍ଦ୍ଧନା ସଭା ଓ ବିଦ୍ୟାଳୟର ବାର୍ଷିକ ଉତ୍ସବ ଏକ ବର୍ଣ୍ଣାଢ଼୍ୟ ପରିବେଶରେ ମହାସମାରୋହରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ମୁଖ୍ୟ!-->…
Read More...
Read More...