ଉତ୍କଳ ଗୌରବ ବିଦ୍ୟାନିକେତନ ପକ୍ଷରୁ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ
ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଉତ୍କଳ ଗୌରବ ବିଦ୍ୟାନିକେତନ ପରିସରରେ ୭୭ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ସମାରୋହରେ ମୁଖ୍ୟ ଅତିଥିଭାବେ ବିଶିଷ୍ଟ ସମାଜସେବୀ ତଥା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ!-->…
Read More...
Read More...