ପ୍ରଧାନଶିକ୍ଷୟିତ୍ରୀଙ୍କୁ ସେବା ନିବୃତ୍ତ ସମ୍ବର୍ଦ୍ଧନା
ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ହରିରାଜପୁର ଗ୍ରାମ ପଞ୍ଚାୟତ ଅଧୀନ ଭଅଁସର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଗୀତାଞ୍ଜଳି ପଣ୍ଡାଙ୍କ ସେବା ନିବୃତ୍ତ ସମ୍ବର୍ଦ୍ଧନା ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପୂର୍ବତନ ଡେଲାଙ୍ଗ!-->…
Read More...
Read More...