Browsing Tag

delanga news

ଡଲଫିନ୍ ସୁରକ୍ଷା ସଚେତନତା ପାଇଁ ଡେଲାଙ୍ଗରୁ ସାଇକେଲରେ ଯାତ୍ରା କଲେ ବିଶ୍ୱଜିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ବିରଳ ଚିଲିକାର ସାତପଡ଼ା ଅଂଚଳରେ ଦେଖାଯାଉଥିବା ଏରୱାଡି ଡଲଫିନ୍‌ଙ୍କ ପ୍ରତିବର୍ଷ ପରି ଚଳିତ ବର୍ଷ ଡ଼ଲଫିନ୍‌ ଗଣନା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାକୁଯାଉଛି । ଏହି ଏରୱାଡି ଡ଼ଲଫିନ୍ ନାମ ମିଆଁମାରର ଏକ ନଦୀର ନାମ ଅନୁସାରେ ହୋଇଥିବା ବେଳେ ସ୍ଥାନୀୟ
Read More...

ମଣ୍ଡଳସ୍ତରୀୟ ବିଦ୍ୟାଳୟର ସମୂହ କ୍ରୀଡ଼ା ପ୍ରତିଯୋଗିତା

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ମଣ୍ଡଳସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା-୨୦୨୨ ସୋମବାର ଉତ୍କଳ ଗୌରବ ବିଦ୍ୟାନିକେତନ, ସିଂହବ୍ରହ୍ମପୁର ଠାରେ ବ୍ଲକ ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କ କରକମଳରେ ଶୁଭ ଉଦ୍‌ଘାଟନ ହୋଇଯାଇଛି । ଭାରପ୍ରାପ୍ତ ମଣ୍ଡଳ ଶିକ୍ଷାଧିକାରୀ
Read More...

ମାନବାଧିକାର ସୁରକ୍ଷା ସଂଘର ବୈଠକ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ କୁଞ୍ଜର ଗ୍ରାମର ତ୍ରିନାଥ ମନ୍ଦିର ପ୍ରାଙ୍ଗଣରେ ରବିବାର ମାନବାଧିକାର ସୁରକ୍ଷା ସଂଘର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ ସଭାରେ ସମାଜସେବୀ ଅନାମ ମଲ୍ଲିକ ଅଧ୍ୟକ୍ଷତା କରିଥିଲେ । ଏହି
Read More...

ଡେଲାଙ୍ଗ ଶିଶୁ କିଶୋର ସାହିତ୍ୟ ସଂସଦର ବାର୍ଷିକ ଉତ୍ସବ ଓ ସାରସ୍ଵତ ସମାରୋହ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ଶିଶୁ କିଶୋର ସାହିତ୍ୟ ସଂସଦର ଦ୍ଵିତୀୟ ବାର୍ଷିକ ଉତ୍ସବ ପାଳନ ଅବସରରେ ସାରସ୍ଵତ ସାଧକ ପ୍ରଶାନ୍ତ କୁମାର ମଙ୍ଗରାଜଙ୍କ ସଭାପତିତ୍ୱରେ ଏକ କବିତା ପାଠ ଉତ୍ସବ ସଭା ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ବରିଷ୍ଠ ଶିଶୁ ସାହିତ୍ୟିକ
Read More...

ଡେଲାଙ୍ଗରେ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ବ୍ଲକର ବିଜୁ ପଟ୍ଟନାୟକ ସମ୍ମିଳନୀ କକ୍ଷରେ ଶୁକ୍ରବାର ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ସିଡିପିଓ ଜାପାନୀ କୁମାରୀ ମିତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀଙ୍କ ଦ୍ୱାରା ଆୟୋଜିିତ ଏହି
Read More...

ଦ୍ଵିତୀୟ କନ୍ୟା ସନ୍ତାନର ଏକୋଇଶା ଉତ୍ସବରେ ଶୀତବସ୍ତ୍ର ବଣ୍ଟନ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ଆଜିକା ସମୟରେ ଯେଉଁଠି କନ୍ୟା ସନ୍ତାନ ମାନଙ୍କୁ ମାତୃ ଗର୍ଭରୁ ହତ୍ୟା କରାଯାଉଛି ସେହି ସମୟରେ ନିଜର ଦ୍ୱିତୀୟ କନ୍ୟାର ଏକୋଇଶା ଦିବସକୁ ଏକ ନିଆରା ଢଙ୍ଗରେ ପାଳନ କରି ଡେଲାଙ୍ଗ ଅଞ୍ଚଳରେ ଏକ ଉଦାହରଣ ପାଲଟିଛନ୍ତି ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ
Read More...

ଅମିନ ଚନ୍ଦ୍ର ବିଶ୍ୱାଳଙ୍କ ଶ୍ରାଦ୍ଧବାର୍ଷିକୀ ଉପଲକ୍ଷେ ସ୍ମୃତିଚାରଣ ସଭା ଅନୁଷ୍ଠିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ସ୍ଥାନୀୟ ବେରବୋଇ ଠାରେ ସ୍ପଷ୍ଟବାଦୀ ସଂଗ୍ରାମୀ ଆଦର୍ଶ ଶିକ୍ଷକ ଅମିନ ଚନ୍ଦ୍ର ବିଶ୍ୱାଳଙ୍କ ଶ୍ରାଦ୍ଧବାର୍ଷିକୀ ଉପଲକ୍ଷେ ଏକ ସ୍ମୃତିଚାରଣ ସଭା ପରିବାରବର୍ଗ, ଶିକ୍ଷକ ସମାଜ ଓ ବୁଦ୍ଧିଜୀବୀମାନଙ୍କ ଉପସ୍ଥିତି ଏବଂ ସହଯୋଗରେ ଅନୁଷ୍ଠିତ ହୋଇଯାଇଛି ।
Read More...

ବରକେରା ବିଦ୍ୟାଳୟରେ ଜାତୀୟ ଶକ୍ତି ସଂରକ୍ଷଣ ଦିବସ ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବରକେରାରେ ଜାତୀୟ ଶକ୍ତି ସଂରକ୍ଷଣ ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟ ପ୍ରାଙ୍ଗଣରେ ଥିବା ସତ୍ୟବାଦୀ ଯୁଗର ପଞ୍ଚସଖାଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରାଯାଇଥିଲା ।
Read More...

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ବିଜ୍ଞାନ ମେଳା ଅନୁଷ୍ଠିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ମାଣଚିନା ପ୍ରାଙ୍ଗଣରେ ବାର୍ଷିକ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ସଭାପତି ଅତୁଲ୍ୟ ଶତପଥୀ ଓ ସଂପାଦକ ଜିତେନ୍ଦ୍ର ସ୍ୱାଇଁଙ୍କ ସଭାପତିତ୍ୱରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା । ଉକ୍ତ ମେଳାରେ ୫୦ଟି
Read More...

ମୂନିନ୍ଦାରେ ଲକ୍ଷ୍ମୀ ପୂଜା ଅନୁଷ୍ଠିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ବ୍ଲକର ମୁନିନ୍ଦା ଗ୍ରାମରେ ମା' ମହାଲକ୍ଷ୍ମୀଙ୍କ ପୁଜା ମହାସମାରୋହରେ ପାଳିତ ହୋଇଯାଉଛି । ୧୪ ଜଣ କଳସ ଧରି ନିକଟସ୍ଥ ଲୁଣା ନଦୀରେ କଳସ ବୁଡ଼ାଇବା ସହ ଯଜ୍ଞ ମଣ୍ଡପରେ ସ୍ଥାପନ କରିଥିଲେ । ପ୍ରଥମ ଦିବସରେ ଅଙ୍କୁରା ରୋପଣ, ଗୋ ପୁଜା, ସୂର୍ଯ୍ୟ
Read More...