ଦଶମ ଶ୍ରେଣୀ ଛାତ୍ରଙ୍କ ହୃଦ୍ଘାତରେ ମୃତ୍ୟୁ
ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଘୋରଡିଆ ନୋଡାଲ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ର ତ୍ରିଲୋଚନ ବେହେରା(୧୫)ଙ୍କ ଆଜି ଅପରାହ୍ନରେ ହୃଦ୍ଘାତରେ ପରଲୋକ ଘଟିଛି । ତାଙ୍କର ଏହି ଅକାଳ ବିୟୋଗରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ମୃତ ଛାତ୍ର ଜଣଙ୍କ!-->…
Read More...
Read More...