ଦେଓଗାଁ ବ୍ଲକ ବିଜେଡି କର୍ମୀ ସମାବେଶ
ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ୧୩ ନମ୍ବର ଜୋନର ବିଜେଡି କର୍ମୀଙ୍କୁ ନେଇ କୁଲୁତାପଡ଼ା ସ୍ଥିତ ଶୁଲିଆ ପୀଠର ବିଜାମୁଣ୍ଡା ଏମ୍ଆଇପି ନିକଟରେ ୬ଟି ପଞ୍ଚାୟତର ବିଜେଡି କର୍ମୀ ସମାବେଶ ଅନୁଷ୍ଠିତ ହୋଇଯାଇଛି । ବ୍ଲକ ସଭାପତି ସୁଶୀଳ ଚାନ୍ଦଙ୍କ ସଭାପତିତ୍ୱରେ ଆୟୋଜିତ!-->…
Read More...
Read More...