ସାଲେପାଲି ବୟୋଜ୍ୟେଷ୍ଠ ନାଗରିକ ଆବାସରେ ହୋଲି ଖେଳ
ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଅନ୍ତର୍ଗତ ସାଲେପାଲି ସ୍ଥିତ ଗ୍ରାମ ମଙ୍ଗଳ ପାଠାଗାର ଦ୍ଵାରା ପରିଚାଳିତ ବୟୋଜ୍ୟେଷ୍ଠ ନାଗରିକ ଆବାସରେ ବୁଧବାର ଦିନ ହୋଲି ଖେଳ ମହାଆଡ଼ମ୍ବରରେ ପାଳନ ହୋଇଯାଇଛି । ଆବାସର କାର୍ଯ୍ୟନିର୍ବାହୀ କର୍ମୀ ତଥା ସଙ୍ଗୀତ ଗୁରୁ ଶିବ ପ୍ରସାଦ ସାହୁଙ୍କ!-->…
Read More...
Read More...