Browsing Tag

deogaon news

ବୁଢ଼ାଡଙ୍ଗର କପ୍ କ୍ରିକେଟ ପ୍ରତିଯୋଗିତା ଉଦଯାପିତ : ଲଣ୍ଡାପଥର ଚାମ୍ପିଅନ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ସାରସମାଲରେ ୫ଦିନ ଧରି ହୋଇ ଆସୁଥିବା ବୁଢ଼ାଡଙ୍ଗର କପ୍ କ୍ରିକେଟ ପ୍ରତିଯୋଗିତା ବୁଧବାର ଦିନ ଉଦଯାପିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଦେଓଗାଁ ବ୍ଲକ ଅଧ୍ୟକ୍ଷ ଦୟାନିଧି ଖମାରୀ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ…
Read More...

ଭୁତିଆରବାହାଲରେ ସୁରେଶ ନନ୍ଦଙ୍କ ଜନ୍ମ ଜୟନ୍ତୀ ପାଳିତ

ଦେଓଗାଁ, (ମନୀଷ କୁମାର ସାହୁ) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ଭୁତିଆରବାହାଲ ସ୍ଥିତ ସୁରେଶ ନନ୍ଦ ମେମୋରିଆଲ ପାଠାଗାର କମିଟି ଆନୁକୂଲ୍ୟରେ ଓଡିଶା ପ୍ରଶାସନିକ ଅଧିକାରୀ ସ୍ୱର୍ଗତ ସୁରେଶ ନନ୍ଦଙ୍କ ଚତୁର୍ଥ ଜନ୍ମ ଜୟନ୍ତୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ପଞ୍ଚାନନ…
Read More...

ଜ୍ଞାନ ଜ୍ୟୋତି ଶିକ୍ଷା ମନ୍ଦିରରେ ବିବେକାନନ୍ଦ ଜୟନ୍ତୀ

ଦେଓଗାଁ, (ମନୀଷ କୁମାର ସାହୁ) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ କୁଡ଼ାସିଂହା ଜ୍ଞାନ ଜ୍ୟୋତି ତପୋବନ ଶିକ୍ଷା ମନ୍ଦିରରେ ସ୍ୱାମୀ ବିବେକାନନ୍ଦଙ୍କ ୧୬୩ତମ ଜୟନ୍ତୀ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଫକୀର ସାହୁ ସ୍ୱାମୀ ବିବେକାନନ୍ଦଙ୍କ ଫଟୋ ଚିତ୍ରରେ…
Read More...

ଶିଶୁ ଯତ୍ନ ଅନୁଷ୍ଠାନରେ ସ୍ଵଚ୍ଛତା ହିଁ ସେବା କାର୍ଯ୍ୟକ୍ରମ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଅଧିନସ୍ଥ ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାର ଦ୍ଵାରା ପରିଚାଳିତ ଶିଶୁ ଯତ୍ନ ଅନୁଷ୍ଠାନରେ ସୋମବାର ଓ ମଙ୍ଗଳବାର ଦୁଇ ଦିନ ଧରି ସ୍ଵଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଦେଓଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ…
Read More...

ଦେଓଗାଁରେ ମୁକ୍ତ ବିଦ୍ୟାଳୟରେ ଡ୍ରପ ଆଉଟ୍ ପିଲାଙ୍କ ପ୍ରବେଶ ଶିବିର

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟରେ ଓଡ଼ିଶା ରାଜ୍ୟ ମୁକ୍ତ ବିଦ୍ୟାଳୟ ସଂଗଠନ ଓ ଜାତୀୟ ମୁକ୍ତ ବିଦ୍ୟାଳୟ ସଙ୍ଗଠନରେ ନାମଲେଖା ପାଇଁ ଏକ ପ୍ରବେଶ ଶିବିର ଅନୁଷ୍ଠିତ ହୋଇଯାଇଛି । ଶିବିରରେ ଦେଓଗାଁ ବ୍ଲକ ଅଞ୍ଚଳରେ ୧୦ମ ଶ୍ରେଣୀରେ ପହଞ୍ଚିବା ପୂର୍ବରୁ…
Read More...

ଧର୍ମ ପରାୟଣ ଶତାୟୁ ମହିଳା ଜୟ କୁମାରୀଙ୍କ ପରଲୋକ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ସଦର ପଞ୍ଚାୟତ କଛାରପାଲି ଗୌନ୍ତିଆ ପରିବାରର ଶତାୟୁ ଧର୍ମ ପରାୟଣ ମହିଳା ଜୟକୁମାରୀ ସାହୁ (୧୦୩)ଙ୍କ ଗୁରୁବାର ଅପରାହ୍ନରେ ପରଲୋକ ହୋଇଯାଇଛି । ଶ୍ରୀମତୀ ସାହୁ ଜଣେ ଧର୍ମ ପାରାୟଣା, ପରଉପକାରୀ ମହିଳା ଭାବରେ ପରିଚିତ ଥିଲେ । ଗତ ଜୁନ ମାସ ତାଙ୍କର…
Read More...

କେଡିସିସି କ୍ରିକେଟ ପ୍ରତିଯୋଗିତା ଉଦଯାପିତ : ଲଣ୍ଡାପଥର ଚାମ୍ପିଅନ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ବନ୍ଧପଡା ଖେଳ ପଡ଼ିଆରେ ଆୟୋଜିତ କେଡିସିସି କ୍ରିକେଟ ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି । ଲଣ୍ଡାପଥର ଓ ସିନ୍ଦୂରବାହାଲ ଦଳ ମଧ୍ୟର ଅନୁଷ୍ଠିତ ପ୍ରତିଯୋଗିତାର ଫାଇନାଲ ମ୍ୟାଚରେ ଲଣ୍ଡାପଥର ଦଳ ବିଜୟୀ ହୋଇଥିଲା । ଏହି ଅବସରରେ ମୁଖ୍ୟ ଅତିଥି…
Read More...

ବଡ଼ବନ୍ଧ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ବଡ଼ବନ୍ଧ ଆଞ୍ଚଳିକ ସାଧନ କେନ୍ଦ୍ର ବଡବନ୍ଧର ଷଷ୍ଠ କ୍ଲଷ୍ଟର ସ୍ତରୀୟ ବୈଠକ ଶ୍ରୀରାମ ଚନ୍ଦ୍ର ନୋଡାଲ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ କ୍ଷମାନୀଧି ପଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ମୁଖ୍ୟ ଅତିଥି ଭାବେ ଅତିରିକ୍ତ ବ୍ଳକ୍ ଶିକ୍ଷା…
Read More...

ଡଙ୍ଗରପଡ଼ା କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଅନ୍ତର୍ଗତ ଡଙ୍ଗରପଡା କ୍ଲଷ୍ଟରର କ୍ଲଷ୍ଟର ସ୍ତରୀୟ ଷଷ୍ଠ ମାସିକ ବୈଠକ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରୁଗୁଡ଼ିପାଲିରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ପ୍ରଶିକ୍ଷକ ଭାବେ ସିଆର୍‌ସିସି ସତ୍ୟନାରାୟଣ ସେନାପତି ଯୋଗଦେଇ ଡିସେମ୍ବର ମାସର…
Read More...

ଅଂଶୁମାନ ସ୍ମାରକୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ : ଜରାସିଂହା ଚାମ୍ପିଅନ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ସାରସମାଲ ପଞ୍ଚାୟତ ଅନ୍ତର୍ଗତ କନକପୁର ଖେଳ ପଡ଼ିଆରେ ଗତ ୧୪ ତାରିଖରୁ ହୋଇଆସୁଥିବା ଅଂଶୁମାନ ସ୍ମାରକୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଗୁରୁବାର ଉଦଯାପିତ ହୋଇଯାଇଛି । ମୋଟ ୧୬ଟି ଦଳ ଭାଗ ନେଇଥିବା ବେଳେ ବାଞ୍ଜିବାହାଲି ଦଳକୁ ହରାଇ ଜରାସିଂହା ଓ…
Read More...