Browsing Tag

deogaon news

ଅର୍ଜୁନପୁର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବାର୍ଷିକ କ୍ରୀଡା

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଅର୍ଜୁନପୁର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପ୍ରାଙ୍ଗଣରେ ଦ୍ଵିଦିବସୀୟ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ ହୋଇଯାଇଛି । ଏହି ଉତ୍ସବରେ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସୁମନ୍ତ ପରୁଆଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବରେ ଉଦଘାଟନୀ
Read More...

କ୍ଷୀରୋଦ୍ର ଗଡ଼ତ୍ୟାଙ୍କ ପରଲୋକ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ସିଂହାଟୀମାଲ ଗାଁର ଗୌନ୍ତିଆ କ୍ଷୀରୋଦ୍ର ଗଡ଼ତ୍ୟା (୯୧)ଙ୍କ ଶୁକ୍ରବାର ପ୍ରାତଃ ୫ଟା ସମୟରେ ପରଲୋକ ହୋଇଯାଇଛି । ତାଙ୍କ ଶେଷ ସମୟରେ ପତ୍ନୀଙ୍କ ସହ ପରିବାର ବର୍ଗ ଉପସ୍ଥିତ ଥିଲେ । ସକାଳ ସାଢେ଼ ୯ଟା ସମୟରେ ଗାଁ ମଶାଣିରେ ଶେଷକୃତ୍ୟ
Read More...

୨୩ରେ ଶୁଲିଆ ଯାତ୍ରାକୁ ନେଇ ପ୍ରସ୍ତୁତି ବୈଠକ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଅନ୍ତର୍ଗତ କୁଲତାପଡା ପଞ୍ଚାୟତର ମୁଣ୍ଡପଲା ସ୍ଥିତ ଦଳତେତେଲ ଠାରେ ଶୁଲିଆ ଯାତ୍ରା କମିଟି ସଭାପତି ମୟ ପ୍ରଧାନୀଙ୍କ ସଭାପତିତ୍ୱରେ ମଙ୍ଗଳବାର ଦିନ ପ୍ରସିଦ୍ଧ ଶୁଲିଆ ଯାତ୍ରାର ଚୁଡାନ୍ତ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ପୂଜକ
Read More...

ଦେଓଗାଁ ହାଇସ୍କୁଲର ବାର୍ଷିକ କ୍ରୀଡା ଉଦଯାପିତ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟରେ ବୁଧବାର ଦିନ ବାର୍ଷିକ କ୍ରୀଡା ଉଦଯାପିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଅମ୍ବରିଶ ଭୋଇଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ନେହେରୁ ଖେଳ ପଡିଆରେ ଉଦଘାଟିତ ହୋଇଥିଲା । ଏହି ପ୍ରତିଯୋଗିତାରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ
Read More...

ସାମ୍ବାଦିକଙ୍କ ମାତୃ ବିୟୋଗ

ଦେଓଗାଁ, (ମନୀଷ କୁମାର ସାହୁ) : ଶନିବାର ସକାଳ ୧୦ଟା ସମୟରେ ଦେଓଗାଁ ସମ୍ବାଦିକ ଶେଷଦେବ ମେଲ୍ଲୀଙ୍କ ମା' ସୁକାନ୍ତୀ (୭୦)ଙ୍କ ଦେହାନ୍ତ ହୋଇଯାଇଛି । ଶେଷ ସମୟରେ ଏକ ମାତ୍ର ପୁଅ ଖଗେଶ୍ୱର (ଶେଷ), ପୁତ୍ରବଧୂ ରକ୍ଷିଣା ସହ ଦୁଇ ଝିଅ ପବିତା, ଅଷ୍ଟମୀ, ଜ୍ୱେଇଁ ସହ ନାତି, ନାତୁଣୀ ଉପସ୍ଥିତ
Read More...

ଦେଓଗାଁ ଶିଶୁ ମନ୍ଦିରରେ ସପ୍ତ ଶକ୍ତି ସଙ୍ଗମ କାର୍ଯ୍ୟକ୍ରମ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ସ୍ଥିତ ସରସ୍ୱତୀ ଶିଶୁ ମନ୍ଦିରରେ ବିଦ୍ୟା ଭାରତୀ ଶିକ୍ଷା ବିକାଶ ସମିତି ଓଡିଶାଙ୍କ ବାର୍ଷିକ ଯୋଜନା ଅନୁସାରେ ପ୍ରଧାନ ଆଚାର୍ଯ୍ୟ ସନ୍ତୋଷ ସାଙ୍କ ସହ ଗୁରୁମା ରଶ୍ମିତା ଖମାରୀ ଏବଂ ପ୍ରଭାସିନୀ ପ୍ରଧାନଙ୍କ ତତ୍ତ୍ଵାବଧାନରେ ମହିଳାମାନଙ୍କୁ ନେଇ ସପ୍ତ
Read More...

ଆନ୍ତଃ ମହାବିଦ୍ୟାଳୟ ଫୁଟବଲ୍ ଚାମ୍ପିଅନ ଜରାସିଂହା ଦଳକୁ ସମ୍ବର୍ଦ୍ଧନା

ଦେଓଗାଁ, (ମନୀଷ କୁମାର ସାହୁ) : ବଲାଙ୍ଗିର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଆୟୋଜିତ ଆନ୍ତଃ ମହାବିଦ୍ୟାଳୟ ଫୁଟବଲ୍ ପ୍ରତିଯୋଗିତାରେ ଚାମ୍ପିଅନ ଜରାସିଂହା ଡିଗ୍ରୀ ମହାବିଦ୍ୟାଳୟର ଖେଳାଳିଙ୍କୁ ଦେଓଗାଁ ବ୍ଲକ ଜରାସିଂହା ଶାଶ୍ଵତ ଡିଗ୍ରୀ ମହାବିଦ୍ୟାଳୟରେ ସ୍ଵାଗତ ସମ୍ବର୍ଦ୍ଧନା ପ୍ରଦାନ
Read More...

ଭୁତିଆରବାହାଲ ସ୍କୁଲର ବାର୍ଷିକ କ୍ରୀଡା ଉଦଯାପିତ

ଦେଓଗାଁ, (ମନୀଷ କୁମାର ସାହୁ) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ଭୁତିଆରବାହାଲ ପ୍ରାଥମିକ ବିଦ୍ୟାଳୟ ଚଳିତ ବର୍ଷ ୧୨୫ତମ ପ୍ରତିଷ୍ଠା ଦିବସ ପାଳନ ଅବସରରେ ଦୁଇ ଦିନିଆ ବାର୍ଷିକ କ୍ରୀଡା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ୧୩୦ରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ ୨୪ଟି କ୍ରୀଡା
Read More...

ଜେବିବିଏସଏନରେ ଆନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସ ପାଳନ

ଦେଓଗାଁ, (ମନୀଷ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ଆଇନ ସେବା ପ୍ରାଧିକରଣର ଆନୁକୂଲ୍ୟରେ ଦେଓଗାଁ ବ୍ଲକ ସାଲେପାଲି ସ୍ଥିତ ଜଗତର ବନ୍ଧୁ ବିଶ୍ୱଭାରତୀ ଶିକ୍ଷା ନିକେତନରେ ଆନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସ ପାଳନ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଆଇନସେବା ପ୍ରାଧିକରଣର ସମ୍ପାଦକ ପବିତ୍ରାନନ୍ଦ
Read More...

ଦେଓଗାଁ ଯୁକ୍ତଦୁଇ କଲେଜରେ ବିଶ୍ୱ ଏଡ୍‌ସ୍ ଦିବସ ପାଳନ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସୋମ‌ବାର ଦିନ ବିଶ୍ୱ ଏଡ୍‌ସ୍ ଦିବସ ପାଳିତ ହୋଇଯାଇଛି । ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଉପମନ୍ୟୁ ବାଗଙ୍କ ସଭାପତିତ୍ୱରେ ଏହି କାର୍ଯ୍ୟକ୍ରମରେ ପ୍ରାଧାପକ ପ୍ରସନ୍ନ ସାହୁ ପୂର୍ବତନ ଯୁବ
Read More...