ଦେଓଗାଁ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ବିଦ୍ୟାରମ୍ଭ ସଂସ୍କାର
ଦେଓଗାଁ, (ମନୀଷ କୁମାର ସାହୁ) : ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଦେଓଗାଁ ଶିଶୁ ବାଟିକା ବିଭାଗର ବିଦ୍ୟାରମ୍ଭ ସଂସ୍କାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସୋମବାର ଦେଓଗାଁ ସ୍ଥିତ ହନୁମାନ ମନ୍ଦିରରେ ପୂଜାର୍ଚ୍ଚନା ପରେ ବୋଧ ଶ୍ରେଣୀର ଶିଶୁ, ଅଭିଭାବକ, ଅଭିଭାବିକା ଗୀତା ପୁସ୍ତକ ଧରି!-->…
Read More...
Read More...