ଦେଓଗାଁ ଶିଶୁ ବିଦ୍ୟା ମନ୍ଦିରରେ ବିବେକାନନ୍ଦ ଜୟନ୍ତୀ ପାଳିତ
ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଗୁରୁବାର ଦିନ ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଦେଓଗାଁ ଡ଼ାକ ବିଭାଗର ଉପଡ଼ାକପାଳ ବୃନ୍ଧାବନ ରଣା ଯୋଗଦେଇ ସ୍ୱାମୀ ବିବେକାନନ୍ଦଙ୍କ ଆଦର୍ଶ ନୀତି ବିଷୟରେ ବକ୍ତବ୍ୟ ପ୍ରଦାନ!-->…
Read More...
Read More...