ଦେଓଗାଁ ରାଏପାଲି ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା : ସାମ୍ବାଦିକଙ୍କ ସମେତ ୩ ଗୁରୁତର
ଦେଓଗାଁ, (ମନୀଷ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ଦେଓଗାଁ ରାଏପାଲି ଛକ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ସାମ୍ବାଦିକଙ୍କ ସମେତ ୩ ଜଣ ଗୁରୁତର ହୋଇଥିବା ଖବର ମଳିଛି । ସୂଚନା ଯୋଗ୍ୟ ଯେ, ଆଜି ଭୋର୍ରୁ କଳାହାଣ୍ଡି ଜିଲ୍ଲା ଭବାନୀପାଟଣାରୁ ୩ ଜଣ କାର୍ ଯୋଗେ ଭୁବନେଶ୍ୱର!-->…
Read More...
Read More...