Browsing Tag

dharmagad news

ଧର୍ମଗଡ଼ରେ ଖେଳାଳି ଚୟନ ଶିବିର ଅନୁଷ୍ଠିତ

ଧର୍ମଗଡ଼, (କେପିଏନ୍‌ଏସ୍‌) : ଧର୍ମଗଡ଼ ବ୍ଲକରେ ବିଭିନ୍ନ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ନେଇ ଏକ ଖେଳାଳି ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି । ବ୍ରାହ୍ମଣ ଛେଣ୍ଡିଆସ୍ଥିତ ରାଧାକୃଷ୍ଣ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ବ୍ଲକ କ୍ରୀଡା ଅଧ୍ୟକ୍ଷ ତଥା ଗୋଷ୍ଠୀ ଶିକ୍ଷା ଅଧିକାରୀ ନେପାଲ ଚନ୍ଦ୍ର…
Read More...

ଅଜଣା ଗାଡି ଧକ୍କାରେ ଜଣେ ମୃତ : ପରିଚୟ ଅସ୍ପଷ୍ଟ

ଧର୍ମଗଡ : ବିଳମ୍ବିତ ରାତିରେ ଜଣେ ଅଜଣା ବ୍ୟକ୍ତିଙ୍କୁ ଧକ୍କା ଦେଲା ଅଜଣା ଗାଡି । ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଥିବା ବେଳେ କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଆମପାଣି ଥାନା ବିଜୁ ଏକ୍ସପ୍ରେସ ୱେ କୁଲେରଗୁଡ଼ା ନିକଟରେ ଏଭଳି ଘଟଣା ଘଟିଛି । ସୂଚନା ଅନୁସାରେ, ଜଣେ ବ୍ୟକ୍ତି ବିଜୁ…
Read More...

ବୋଲେରୋକୁ ଧକ୍କା ଦେଲା ଟ୍ରକ୍‌ : ଡ୍ରାଇଭର ମୃତ, ୩ ଗୁରୁତର

ଧର୍ମଗଡ଼ : ମହୁଲପାଟଣାରୁ ରୋଗୀ ନେଇ ଭବାନୀପାଟଣା ମେଡିକାଲକୁ ଆସୁଥିବା ସମୟରେ ଜୁନାଗଡ଼ ବ୍ଲକ ମଥୁରା ଛକ ନିକଟରେ ଏକ ବୋଲେରୋକୁ ଟ୍ରକ୍‌ ଧକ୍କା ଦେଇଥିଲା । ଏହାଫଳରେ ଘଟଣାସ୍ଥଳରେ ଡ୍ରାଇଭରଙ୍କର ମୃତ୍ୟୁ ହୋଇଛି । ଏଣେ ରୋଗୀ ସମେତ ଆଉ ୩ ଜଣ ଗୁରୁତର ହୋଇଥିବାର ସୂଚନା ରହିଛି ।…
Read More...

ଯୁବ ବ୍ୟବସାୟୀଙ୍କ ଘରୁ ୫ ଲକ୍ଷ ଟଙ୍କା ଚୋରି ଅଭିଯୋଗ

ଧର୍ମଗଡ : କଳାହାଣ୍ଡି ଜିଲ୍ଲା ଧର୍ମଗଡର ଜଣେ ବ୍ୟବସାୟୀଙ୍କ ଘରୁ ୫ ଲକ୍ଷ ଟଙ୍କା ଚୋରି ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି । ସୂଚନାନୁସାରେ ଧର୍ମଗଡର ଯୁବ ବ୍ୟବସାୟୀ ତଥା ପେଟ୍ରୋଲ୍‌ ପମ୍ପ ମାଲିକ ଦିନେଶ ଅଗ୍ରୱାଲଙ୍କ ଘରକୁ ଗତକାଲି ରାତିରେ ଚୋରମାନେ ପଶି ତାଙ୍କ ମାଆଙ୍କ ଘରେ ଥିବା…
Read More...

୪ କୁଇଣ୍ଟାଲ ଗଞ୍ଜେଇ ସହ ପିକ୍‌ଅପ୍‌ ଭ୍ୟାନ ଓ ବୋଲେରୋ ଜବତ ସହ ୧୦ ଗିରଫ

ଧର୍ମଗଡ : ନବରଙ୍ଗପୁର-କଳାହାଣ୍ଡି ସୀମାନ୍ତ ମହୁଲପାଟଣା ଘାଟି ଦେଇ ଗଞ୍ଜେଇ ଚୋରା ଚାଲାଣ କରୁଥିବାବେଳେ ଜୟପାଟଣା ପୁଲିସ ୧୦ଜଣଙ୍କୁ ଗିରଫ କରିଛି । ସେମାନଙ୍କ ଠାରୁ ୪ କୁଇଣ୍ଟାଲ ୨୯ କିଲୋ ଗଞ୍ଜେଇ ଜବତ କରିଛି । ପୁଲିସ ଠାରୁ ମିଳିଥିବା ସୂଚନା ଅନୁଯାୟୀ ଶୁକ୍ରବାର ରାତିରେ ମୁଖୀଗୁଡା…
Read More...

ଗଛରୁ ପଡି ବୃଦ୍ଧଙ୍କ ମୃତ୍ୟୁ

ଧର୍ମଗଡ଼ : କୋକସରା ଥାନା ବୋବରିଆ ଛକ ଜାତୀୟ ରାଜପଥ କଡ଼ରେ ଥିବା ଏକ ଗଛରୁ ପଡ଼ି କାଉଡୋଳା ଗ୍ରାମର ଜଣେ ବୃଦ୍ଧ ତ୍ରିନାଥ ବେମାଲଙ୍କ ମୃତ୍ୟୁ ହୋଇଥିବା ଖବର ମିଳିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିଛି । ସୂଚନା ଅନୁଯାୟୀ, ତ୍ରିନାଥ ବେମାଲ ଗତକାଲି ସନ୍ଧ୍ୟାରେ ଘରୁ ବାହାରି…
Read More...

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଧର୍ମଗଡ଼ : କଳାହାଣ୍ଡି ଜିଲ୍ଲା ଧର୍ମଗଡ ଥାନା ଅନ୍ତର୍ଗତ ହାତୀପଖାନ ଗାଁରେ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିବା ଜଣାପଡିଛି । ମୃତ ମହିଳା ଜଣଙ୍କ ହାତୀପଖାନ ଗାଁର ଡିଙ୍ଗର ଭୋଇଙ୍କ ସ୍ତ୍ରୀ ଗୌରୀ ଭୋଇ ବୋଲି ଜଣାପଡିଛି । ସୂଚନାନୁଯାୟୀ, ହାତୀପଖାନ ଗାଁର ଗୌରୀ ଭୋଇ ଗତକାଲି ଠାରୁ…
Read More...

ହାତୀ ମୃତ

ଧର୍ମଗଡ଼ : କଳାହାଣ୍ଡି ଜିଲ୍ଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଜାମପଡ଼ା ଗାଁ ନିକଟରେ ଏକ ହାତୀର ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ସୂଚନା ଅନୁସାରେ କୌଣସି କାରଣରୁ ମାଈ ହାତୀଟି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଘଟଣା ସ୍ଥଳରେ ମୃତ୍ୟୁ ହୋଇଯାଇଛି । ଖବର ପାଇ ଘଟଣା ସ୍ଥଳରେ ବନବିଭାଗ ପହଞ୍ଚି…
Read More...

ଧର୍ମଗଡ଼ ପଞ୍ଚାୟତ ମହାବିଦ୍ୟାଳୟଠାରେ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ଧର୍ମଗଡ଼ : ଧର୍ମଗଡ଼ ପଞ୍ଚାୟତ ମହାବିଦ୍ୟାଳୟଠାରେ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ୨୯୮ଜଣ ପ୍ରିଜାଇଡିଂ ଅଫିସର ଓ ପ୍ରଥମ ପୋଲିଂ ଅଫିସର ଏବଂ ୨୭ଜଣ ସେକ୍ସନ ଅଫିସରଙ୍କୁ ପ୍ରଶିକ୍ଷଣ ଦିଆଯାଇଥିଲା । ଉପଜିଲ୍ଲାପାଳ ପାୱାର ସଚିନ ପ୍ରକାଶଙ୍କ ତତ୍ତ୍ୱାବଧାନରେ ଧର୍ମଗଡ଼…
Read More...

ଗଛରେ ଝୁଲୁଛି ପ୍ରେମିକ ପ୍ରେମିକାଙ୍କ ମୃତଦେହ

ଧର୍ମଗଡ଼ : ଗଛରେ ଝୁଲୁଛି ପ୍ରେମିକ ପ୍ରେମିକାଙ୍କ ମୃତଦେହ । ସ୍ଥାନୀୟ ଆମପାଣି ଥାନା ତେନ୍ତୁଲିପଡ଼ା ନିକଟ ଏକ ଗଛରେ ମୃତଦେହ ଝୁଲୁଥିବାର ଦେଖିବାକୁ ମିଳିଛି । ଗୋଟିଏ ଗଛରେ ଜଣେ ଯୁବକ ଓ ଜଣେ ଯୁବତୀଙ୍କ ମୃତଦେହ ଝୁଲୁଥିବା ବେଳେ ଅଂଚଳରେ ନାନା ପ୍ରକାର ଆଲୋଚନା ଜୋର୍‌ ଧରିଛି । ଉଭୟଙ୍କ ଘର…
Read More...