Browsing Tag

dhenkanal news

ବିଶ୍ୱ ଶାନ୍ତି ଏବଂ ୟୁକ୍ରେନରେ ଫସିଥିବା ଭାରତୀୟମାନଙ୍କ ମଙ୍ଗଳ କାମନା କରି ଦୀପ ଦାନ ଏବଂ ସାମୁହିକ ପ୍ରାର୍ଥନା

ଢେଙ୍କାନାଳ, (କେପିଏନ୍‌ଏସ୍‌) : ବିଶ୍ୱକୁ ଥରେଇ ଦେଲା ଭଳି ରୁଷ ୟୁକ୍ରେନ ଯୁଦ୍ଧ ପ୍ରତିଟି ମୁହୂର୍ତ୍ତରେ ଭୟଙ୍କର ଠୁଁ ଅଧିକ ଭୟଙ୍କର ହେବାରେ ଲାଗିଛି । ପ୍ରାୟ ୯ ଦିନ ଧରି ଚାଲିଥିବା ଉକ୍ତ ଯୁଦ୍ଧରେ ଉଭୟ ଦେଶର ହଜାର ହଜାର ସୈନିକ ଏବଂ ଶହ ଶହ ନିରୀହ ଜନତା ମୃତ୍ୟୁବରଣ କରି ସାରିଲେଣି ଏବଂ
Read More...

ବନ ବିଭାଗ ତରଫରୁ ନିଆଁ ନିବାରଣ ଉପରେ ସଚେତନତା କାର୍ଯ୍ୟକ୍ରମ

ଢେଙ୍କାନାଳ, (ତାପସ ଦାସ) : ବନବିଭାଗ ତରଫରୁ ନିଆଁ ନିବାରଣ ସଚେତନତା କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି । ଢେଙ୍କାନାଳ ଜିଲ୍ଲା କପିଳାସ ବନବିଭାଗ ତରଫରୁ ଗ୍ରାମ ଗ୍ରାମ ବୁଲି ଲୋକଙ୍କୁ ଜଙ୍ଗଲରେ କିପରି ନିଆଁ ନ ଲାଗିବ ଏବଂ ଜଙ୍ଗଲ କିପରି ସୁରକ୍ଷିତ ରହିବ ସେଥି ନିମନ୍ତେ ଗୀତ ଓ ସ୍ଲୋଗାନ
Read More...

ରାଣୀ ଲଷ୍ମୀବାଇ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ

ଢେଙ୍କାନାଳ, (ତାପସ ଦାସ) : ଆଜି ଢେଙ୍କାନାଳ ସରକାରୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ରାଣୀ ଲଷ୍ମୀବାଇ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ ହୋଇଯାଇଛି । ଉଦ୍‌ଜାପନୀ ଉତ୍ସବରେ ଅଧ୍ୟକ୍ଷତା କରି ବିଦ୍ୟାଳୟର ଅଧ୍ୟକ୍ଷ ଡ଼ ରାମଚନ୍ଦ୍ର ମଲ୍ଲ ନାରୀମାନଙ୍କର ଆତ୍ମରକ୍ଷା ପାଇଁ ଏଭଳି
Read More...

ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅବ୍ୟବସ୍ଥା ଅଭିଯୋଗ

ଢେଙ୍କାନାଳ, (ତାପସ ଦାସ) : ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କୌଣସି ପ୍ରକାର ସାଧାରଣ ସୁବିଧା ନଥିବାରୁ ଡାକ୍ତରଖାନା ଉପରେ ନିର୍ଭର କରୁଥିବା ସମସ୍ତ ଢେଙ୍କାନାଳବାସୀ ଏବଂ ପଡୋଶୀ ଜିଲ୍ଲାବାସୀ ଘୋର ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ ହେଉଛି । ସୂଚନା ଅନୁସାରେ ଢେଙ୍କାନାଳ
Read More...

ଘର ଆଗରେ ଫୁଟିଲା ବୋମା : ୨ ଗିରଫ

ଢେଙ୍କାନାଳ, (ତାପସ ଦାସ) : ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ପଡୋଶୀ ଘର ଆଗରେ ଫୁଟାଇଲେ ଡିନାମାଇଟ । ଡିନାମାଇଟ ବିସ୍ଫୋରଣରେ ଘରର ମୁଖ୍ୟ ଗେଟ୍‌ର ଗ୍ରିଲ ଭାଙ୍ଗିବା ସହ ଘରର କାନ୍ଥ ଓ ଛାତ ଫାଟି ଯାଇଥିବା ଜଣାପଡିଛି । ଏଭଳି ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା କାମକ୍ଷାନଗର ଥାନା ମହୁଲପାଳ
Read More...

ଅଜଣା ଗାଡ଼ି ଧକ୍କାରେ ୨ ମୃତ

ଢେଙ୍କାନାଳ, (ତାପସ ଦାସ) : ଢ଼େଙ୍କାନାଳ ଜିଲ୍ଲା କପିଳାସ ରାସ୍ତାର କାଇମାଟି ନିକଟରେ ଅଭାବନୀୟ ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି । । ସୂଚନା ଅନୁସାରେ ଢ଼େଙ୍କାନାଳ ସଦର ଥାନା ଅନ୍ତର୍ଗତ ସାରିଆପଡ଼ାରୁ ଗତ ରାତିରେ ୨ ଜଣ ଯୁବକ ବାଇକ ଯୋଗେ ଭୁବନରୁ ଫେରୁଥିବା ସମୟରେ ଏକ ଅଜଣା ଗାଡି
Read More...

ବରିଷ୍ଠ ଶିକ୍ଷକ ସୁରେଶ କୁମାର ପଣ୍ଡାଙ୍କ ଅବସର ଗ୍ରହଣ 

ଢେଙ୍କାନାଳ, (ତାପସ ଦାସ) : ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବ୍ରହ୍ମୋତ୍ରୀ ବିଶ୍ୱାଳ, ଓଡ଼ିଶା ଶିକ୍ଷା ସେବା ପ୍ରଥମ(କନିଷ୍ଠ)ଙ୍କର ମାର୍ଗଦର୍ଶନରେ ଶତାୟୁ, ବ୍ରଜନାଥ ବଡ଼ଜେନା ସରକାରୀ ଉଚ୍ଚ ବିଦ୍ୟାଳୟ, ଢେଙ୍କାନାଳ ଶିକ୍ଷକ ସାଧାରଣ ପ୍ରକୋଷ୍ଠରେ ଅପରାହ୍ନ ୪ ଘଟିକା ସମୟରେ କୋଭିଡ-୧୯ ନିୟମ
Read More...

ବିଜେଡିର ମିଶ୍ରଣ ପର୍ବ

ଢେଙ୍କାନାଳ, (ତାପସ ଦାସ) : ଢେଙ୍କାନାଳ ସହର ସ୍ଥିତ ସ୍ଥାନୀୟ ରନ୍ତ୍ର‌ ମଣ୍ଡପଠାରେ ଗତକାଲି ସନ୍ଧ୍ୟା ୭ଟା ସମୟରେ ଢେଙ୍କାନାଳ ବିଜେଡି ଜିଲ୍ଲା ପର୍ଯ୍ୟବେକ୍ଷକ ବିଜୟ କୁମାର ନାୟକ, ସଦର ବିଧାୟକ ସୁଧିର କୁମାର ସାମଲଙ୍କ ଉପସ୍ଥିତିରେ ସହରର ବିଭିନ୍ନ ୱାର୍ଡରୁ ବିଜେପି, କଂଗ୍ରେସର ନେତା
Read More...

ଗାଡ଼ି ଭିତରୁ ଯୁବକଙ୍କ ମୃତ ଦେହ ଉଦ୍ଧାର

ଢେଙ୍କାନାଳ, (ତାପସ ଦାସ) : ହିନ୍ଦୋଳ ଥାନା ପୁରୁଣା କଟକ ସମ୍ବଲପୁର ରାସ୍ତା ଗୁଳେହି ଛକ କାଜଲ ଢ଼ାବା ପାଖରୁ ଏକ କାର ମଧ୍ୟରୁ ଜଣେ ଯୁବକଙ୍କ ମୃତ ଦେହ ରହିଥିବା ନେଇ ଲୋକଙ୍କ ମଧ୍ୟରେ ଆଲୋଡନ ସୃଷ୍ଟି ହୋଇଥିଲା । ଗତକାଲି ଠାରୁ କାରଟି ଷ୍ଟାର୍ଟରେ ଥିବା ବେଳେ ସେଥିରୁ ଏହି ଯୁବକଙ୍କ ମୃତ ଦେହ
Read More...

ବିଜେଡିରେ କାହିଁକି ଭୋଟ ଦେଲ ବୋଲି ଦମ୍ପତିଙ୍କୁ ଆକ୍ରମଣ ଅଭିଯୋଗ

ଢେଙ୍କାନାଳ, (ତାପସ ଦାସ) : ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ଼ ବ୍ଲକ ମହାବିରୋଡ଼ ଫାଣ୍ଡି ଦଶିପୁର ପଂଚାୟତ ଗୁରୁଜାଙ୍ଗୁଲି ଗାଁରେ ଦମ୍ପତିଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଗୁରୁଜାଙ୍ଗୁଲି ଗାଁର ରୁନୁବାଳା ବେହେରା ଆଜି ମହାବିରୋଡ଼ ଫାଣ୍ଡିରେ ଆସି ଅଭିଯୋଗ କରିଛନ୍ତି ଯେ, ଗତକାଲି
Read More...