ବିଜେଡିରେ କାହିଁକି ଭୋଟ ଦେଲ ବୋଲି ଦମ୍ପତିଙ୍କୁ ଆକ୍ରମଣ ଅଭିଯୋଗ
ଢେଙ୍କାନାଳ, (ତାପସ ଦାସ) : ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ଼ ବ୍ଲକ ମହାବିରୋଡ଼ ଫାଣ୍ଡି ଦଶିପୁର ପଂଚାୟତ ଗୁରୁଜାଙ୍ଗୁଲି ଗାଁରେ ଦମ୍ପତିଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଗୁରୁଜାଙ୍ଗୁଲି ଗାଁର ରୁନୁବାଳା ବେହେରା ଆଜି ମହାବିରୋଡ଼ ଫାଣ୍ଡିରେ ଆସି ଅଭିଯୋଗ କରିଛନ୍ତି ଯେ, ଗତକାଲି!-->…
Read More...
Read More...