ସାମ୍ବାଦିକମାନଙ୍କ ଉପରେ ବାରମ୍ବାର ଆକ୍ରମଣକୁ ବିରୋଧ କରି ଦାବୀପତ୍ର ପ୍ରଦାନ
ଢେଙ୍କାନାଳ, (ତାପସ ଦାସ) : ଢେଙ୍କାନାଳ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଗତକାଲି ଅପରାହ୍ନରେ ଜିଲ୍ଲାପାଳଙ୍କୁ ସାକ୍ଷାତ କରିଥିଲେ । ରାଜ୍ୟରେ ତ୍ରିସ୍ତରୀୟ ନିର୍ବାଚନ ସମୟରେ ବିଭିନ୍ନ ସ୍ଥାନରେ କାର୍ଯ୍ୟରତ ବିଭିନ୍ନ ଗଣମାଧ୍ୟମର ପ୍ରତିନିଧିମାନଙ୍କୁ ମାଡମାରିବା ଘଟଣାକୁ ସଂଘ ପକ୍ଷରୁ!-->…
Read More...
Read More...