ବାଘମୁଣ୍ଡା ଗ୍ରାମବାସୀଙ୍କ ଭୋଟ ବର୍ଜନ
ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ନିର୍ବାଚନ ମଣ୍ଡଳୀର ବାଘମୁଣ୍ଡା ଗାଁରେ ଗ୍ରାମବାସୀମାନେ ଭୋଟ ବର୍ଜନ କରିଛନ୍ତି । ଜାତୀୟ ରାଜପଥ ୫୩ ସିଆରିମାଳିଆ ଠାରୁ ବାଘମୁଣ୍ଡା ପର୍ଯ୍ୟନ୍ତ ରାସ୍ତାର ନିର୍ମାଣ ପାଇଁ ଦୀର୍ଘ ବର୍ଷ ଧରି ପ୍ରଶାସନ ପାଖରେ ଗ୍ରାମବାସୀମାନେ ଦାବି କରି ଆସୁଛନ୍ତି ।!-->…
Read More...
Read More...