ଦନ୍ତାହାତୀର ମୃତଦେହ ଉଦ୍ଧାର
ଢେଙ୍କାନାଳ : ସଦର ବନାଞ୍ଚଳ ଭାପୁର ଫରେଷ୍ଟ ସେକ୍ସନ୍ ଅନ୍ତର୍ଗତ ପୁରୁଣା କଟକ-ସମ୍ବଲପୁର ରାସ୍ତା ପାର୍ଶ୍ଵରୁ ଶହେ ମିଟର ଦୂର ଘଟିପିରି ପଞ୍ଚାୟତ ଓସ୍ତପାଳ ଗ୍ରାମର ଏକ ଚାଷଜମିରୁ ଦନ୍ତାହାତୀର ମୃତଦେହ ଉଦ୍ଧାର ହୋଇଥିବା ଜଣାପଡିଛି । ତେବେ ହାତୀ ମୃତ୍ୟୁର ପ୍ରକୃତ କାରଣ ଅସ୍ପଷ୍ଟ ରହିଥିବା!-->…
Read More...
Read More...