Browsing Tag

dhenkanal news

ଆଜିଠୁ ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମାଘମେଳା

ସନ୍ଧ୍ୟା ସାଢ଼େ ୫ଟାରେ ଝାଡ଼ଦୀପ ପ୍ରଜ୍ୱଳନ, ଉତ୍ସବ ମୁଖର ମହିମାଗାଦି ଢେଙ୍କାନାଳ/ଯୋରନ୍ଦା : ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମାଘମେଳା ଶନିବାର ବ୍ରାହ୍ମମୂହୂର୍ତ୍ତରୁ ଆରମ୍ଭ ହେବାକୁ ଯାଉଛି । ସନ୍ଧ୍ୟା ୫.୩୦ ମିନିଟ୍‌ରେ ଗାଦି ମନ୍ଦିରର ଚାରିଦ୍ୱାରରେ ଝାଡ଼ଦୀପ ପ୍ରଜ୍ୱଳନ କରାଯିବ । ଜଗତ ଭକତର
Read More...

ଦିନକ ପରେ ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମାଘ ମେଳା, ସାଧୁସନ୍ଥଙ୍କ ଆଗମନରେ ମହିମାଗାଦି ଚଳଚଞ୍ଚଳ

ଢେଙ୍କାନାଳ : ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମାଘମେଳା ୪ ତାରିଖ ଶନିବାର ଠାରୁ ଆରମ୍ଭ ହେବାକୁ ଯାଉଛି । ଏଥିପାଇଁ ମହିମାଗାଦିର ବିଭିନ୍ନ ମଠ ଓ ମହିମା ସମାଜ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚି ଥିବା ବେଳେ ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ପ୍ରସ୍ତୁତି ଜାରି ରହିଛି । ଦେଶର
Read More...

ଟ୍ରକରେ ଲାଗିଲା ନିଆଁ, ଡ୍ରାଇଭର ଜୀବନ୍ତ ଦଗ୍ଧ

ପରଜଙ୍ଗ : ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ୫୩ ନଂ ଜାତୀୟ ରାଜପଥର ବାରିହାପୁର ଆଦର୍ଶ ବିଦ୍ୟାଳୟ ନିକଟରେ ସୋମବାର ସଂଧ୍ୟାରେ ଟ୍ରକ ସହିତ ଡ୍ରାଇଭର ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ତାଳଚେରରୁ ଡୁବୁରି ଯାଉଥିବା (ଓଡ଼ି ୩୫ ସି ୦୪୩୬) କୋଇଲା ବୋଝେଇ ଟ୍ରକଟି ବାରିହାପୁର ଆଦର୍ଶ ବିଦ୍ୟାଳୟ
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୧ ମୃତ

ଢେଙ୍କାନାଳ : ମୋଟଙ୍ଗା ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥ ଚିନ୍ତାପୋଖରୀ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବା ଜଣାପଡିଛି । ରାଜପଥ ଡିଭାଇଡ଼ରରେ ବାଇକଟି ଧକ୍କା ଦେବାରୁ ଘଟଣାସ୍ଥଳରେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୋଟଙ୍ଗା ଥାନା ପୋଲିସ ପହଞ୍ଚି ମୃତଦେହ ଜବତ
Read More...

ଭାରସାମ୍ୟ ହରାଇ ବ୍ରିଜ ବାଡ଼ା ଭାଙ୍ଗି କେନାଲକୁ ଖସିଲା ବସ୍‌, ୨ ମୃତ, ୩୦ ଗୁରୁତର

ଢେଙ୍କାନାଳ : ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ପଞ୍ଚୁବଟି ନିକଟରେ ଗତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଏକ ଟୁରିଷ୍ଟ ବସ୍‌ ବ୍ରିଜ ତଳକୁ ଖସି ପଡ଼ିବାରୁ ଘଟଣାସ୍ଥଳରେ ୨ ମହିଳାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ବସ୍‌ରେ ଥିବା ପ୍ରାୟ ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ
Read More...

ଦନ୍ତା ହାତୀ ଆକ୍ରମଣରେ ୨ ମୃତ

ପରଜଙ୍ଗ : ଢେଙ୍କାନାଳ ବନଖଣ୍ଡ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ପରଜଙ୍ଗ ଅଞ୍ଚଳରେ ଶନିବାର ଏକ ଅଘଟଣ ଘଟିଛି । ପୃଥକ ଦୁଇଟି ସ୍ଥାନରେ ହାତୀ ଆକ୍ରମଣରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ମୃତକ ହେଲେ ଖାଲପାଳ ଗ୍ରାମର ଅଲେଖ ନାୟକ ଏବଂ ପରଜଙ୍ଗ ଗ୍ରାମର ବାରି ନାୟକ । ମିଳିଥିବା ସୂଚନା
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୧ ମୃତ

ଢେଙ୍କାନାଳ : କଙ୍କଡ଼ାହାଡ଼ ଥାନା ଅନ୍ତର୍ଗତ କରଗୋଳା ପଞ୍ଚାୟତର ଦଣ୍ଡାଧାର ସାପ୍ତାହିକ ହାଟ ନିକଟରେ ଗୁରୁବାର ଏକ ବାଇକ ଦୁର୍ଘଟଣାରେ ଜଣକର ମୃତ୍ୟୁ ହୋଇଥିବାର ଜଣାଯାଇଛି । ମୃତକ ଜଣକ ହେଲେ କାମାକ୍ଷାନଗର ଥାନା ଅନ୍ତର୍ଗତ ଇନ୍ଦିପୁର ଗ୍ରାମର ଶେଷଦେବ ନାୟକ (୩୫) । ସୂଚନା ଅନସାରେ ଶେଷଦେବ
Read More...

ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ଅଧିକ୍ଷଣ ଯନ୍ତ୍ରୀ ବିଜୟାନନ୍ଦ ସାହୁ

ଢେଙ୍କାନାଳ : ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ (ଆର୍‌ଡବ୍ଲୁଏସ୍‌ଏସ୍‌) ଅଧିକ୍ଷଣ ଯନ୍ତ୍ରୀ ବିଜୟାନନ୍ଦ ସାହୁଙ୍କ ଘରେ ଭିଜିଲାନ୍ସ ଟିମ୍‌ ଚଢାଉ କରିଥିବା ଜଣାପଡିଛି । ଏକକାଳୀନ ୧୧ଟି ସ୍ଥାନରେ ଚାଲିଛି ଚଢାଉ । ସୂଚନା ଅନୁଯାୟୀ, ଆରଡବ୍ଲୁଏସ୍‌ଏସ୍‌
Read More...

ବାଇକ ଓ ଟ୍ରକ ମଧ୍ୟରେ ଧକ୍କା

ଢେଙ୍କାନାଳ, (କେପିଏନ୍‌ଏସ୍‌) : ଢେଙ୍କାନାଳ-ଅନୁଗୁଳ ୫୫ ନମ୍ବର ଜାତୀୟ ରାଜପଥର ବଅଁରପାଳ ଥାନା ଅନ୍ତର୍ଗତ ମେରାମଣ୍ଡଳୀ ଓପିଟିସିଏଲ୍‌ ୨ୟ ଗ୍ରୀଡ ଫାଟକ ନିକଟରେ ଗୋଟିଏ ବାଇକ ଓ ଟ୍ରକ ମଧ୍ୟରେ ଧକ୍କା ହୋଇଥିଲା । ଦୁର୍ଘଟଣା ପରେ ବାଇକ୍ ଓ ଟ୍ରକ୍‌ରେ ହଠାତ୍ ନିଆଁ ଲାଗିଯାଇଥିଲା । ଫଳରେ ଉଭୟ
Read More...

ରେଳଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଢେଙ୍କାନାଳ : ଢେଙ୍କାନାଳ ସହର ବାଜିଚୌକ ନିକଟ ରେଳଧାରଣାରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଯୁବକଙ୍କ ପରିଚୟ ମିଳିପାରି ନାହିଁ । ତାଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ସୂଚନାନୁଯାୟୀ, ଢେଙ୍କାନଳ ସହର ବାଜିଚୌକ ନିକଟ ରେଳଧାରଣାରୁ ଆଜି ଜଣେ ଯୁବକଙ୍କ ମୃତଦେହ
Read More...