ନାଳରୁ ମହିଳାଙ୍କ ମୃତଦେହ ଉଦ୍ଧାର
ଢେଙ୍କାନାଳ : ଢେଙ୍କାନାଲ ଜିଲ୍ଲା ସଦର ଥାନା ଅନ୍ତର୍ଗତ ଶାଙ୍କୁଲେଇ ଗ୍ରାମ ନିକଟସ୍ଥ ବଡ଼ ଜୋରା ନାଳରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ଜଣାପଡିଛି । ମୃତ ମହିଳା ଜଣଙ୍କ ଶାଙ୍କୁଲେଇ ଗ୍ରାମର ପ୍ରମୋଦ ରାଉତଙ୍କ ପତ୍ନୀ ବୀଣାପାଣି ରାଉତ ବୋଲି ଜଣାପଡିଛି । ସୂଚନା ଅନୁସାରେ ଗତ!-->…
Read More...
Read More...