ପୋଲିସ ପରିଚୟ ଦେଇ ନେଇଯାଇଥିଲେ ଲକ୍ଷେ ଟଙ୍କା : ୨ ଲୁଟେରା ଗିରଫ
ଦିଗପହଣ୍ଡି : ପୋଲିସ ପରିଚୟ ଦେଇ ଲୁଟ୍ । ଲକ୍ଷେ ଟଙ୍କା ଲୁଟ୍ ଘଟଣାରେ ଦୁଇ ଲୁଟେରା ଗିରଫ ହୋଇଛନ୍ତି । ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ନିକଟରେ ଥିବା ଏନଏସି ଚେକଗେଟ୍ ନିକଟରେ ଏଭଳି ଲୁଟ୍ ଘଟଣା ଘଟିଥିଲା । ସୂଚନାଯୋଗ୍ୟ ଯେ, ମଙ୍ଗଳବାର ସକାଳେ ଦିଗପହଣ୍ଡି ଥାନା ନିକଟରେ ଥିବା ଏନଏସି!-->…
Read More...
Read More...