Browsing Tag

dunguripali news

ଏନ୍‌ଏମ୍‌ଏମ୍‌ଏସ୍‌ ପାଇଥିବା ଛାତ୍ରଛାତ୍ରୀଙ୍କୁ ବ୍ଲକ ଶିକ୍ଷାଧିକାରୀଙ୍କ ସମ୍ବର୍ଦ୍ଧନା

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ମାୟାବର୍ହା କ୍ଲଷ୍ଟର ଅନ୍ତର୍ଗତ ବଡକର୍ଲେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସଫଳତା ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି । ପାଠପଢାଠୁ ଆରମ୍ଭ କରି ନବୋଦୟ, ବୃତ୍ତି, ପଠାଣି ସାମନ୍ତ, ଏକଲବ୍ୟ,
Read More...

ମାୟାବର୍ହା ହାଇସ୍କୁଲରେ ମୋ ସ୍କୁଲ ଉତ୍ସବ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ମାୟାବର୍ହା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟଠାରେ ମୋ ସ୍କୁଲ ଅଭିଯାନ ସମ୍ପର୍କିତ ସ୍କୁଲ ସ୍ତରୀୟ ଉତ୍ସବ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ରବିଚନ୍ଦ୍ର ପଶାୟତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ
Read More...

ଧନ୍ଦାମୂଳକ ତାଲିମ କାର୍ଯ୍ୟକ୍ରମ ଉଦ୍‌ଯାପିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀ ମୌନାବତି ଜାଲଙ୍କ ଅଧ୍ୟକ୍ଷତାରେ ୧୦ ଦିନ ବ୍ୟାପୀ ଆୟୋଜିତ ହୋଇଥିବା ଧନ୍ଦାମୂଳକ ତାଲିମ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି ।
Read More...

ଶିକ୍ଷୟିତ୍ରୀ ପାଇଲେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଳକ ଅନ୍ତର୍ଗତ ସାଧପାଲି ପ୍ରାଥମିକ ବିଦ୍ୟାଳୟର କନିଷ୍ଠ ଶିକ୍ଷୟିତ୍ରୀ ସୁଶ୍ରୀ ତପସ୍ଵିନୀ ଦାଶ ୫-ଟି ରୂପାନ୍ତରୀକରଣର ଜିଲ୍ଲାସ୍ତରୀୟ ଭବ୍ୟ ଉତ୍ସବରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରାପ୍ତ କରିଛନ୍ତି ।
Read More...

ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ଵ ଚିନ୍ତନ ଦିବସ ପାଳିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ଡୁଙ୍ଗୁରିପାଲି ବ୍ଲକ ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ଵ ଚିନ୍ତନ ଦିବସ ପାଳିତ ହୋଇଯାଇଛି । ସଭାରେ ପ୍ରଥମେ ସ୍କାଉଟ୍‌ ଓ ଗାଇଡ୍‌ସ୍‌ର ପ୍ରତିଷ୍ଠାତା ଲର୍ଡ ବେଦେନ୍ ପାୱେଲ ଓ ଲେଡୀ ବାଦେନ୍ ପାୱେଲଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି
Read More...

ମାୟାବର୍ହା ହାଇସ୍କୁଲରେ ବିଶ୍ଵ ମାତୃଭାଷା ଦିବସ ପାଳିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ମାୟାବର୍ହା ହାଇସ୍କୁଲରେ ବିଶ୍ଵ ମାତୃଭାଷା ଦିବସ ପ୍ରଧାନ ଶିକ୍ଷକ ରବିଚନ୍ଦ୍ର ପଶାୟତଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ଦିବସର ଉଦ୍ଦେଶ୍ୟ କହିବା ସହିତ
Read More...

ବଡ଼ ଭାଲୁପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଲିଙ୍ଗମାର୍ଣ୍ଣି ପଂଚାୟତର ବଡ଼ ଭାଲୁପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପ୍ରଧାନ ଶିକ୍ଷକ ସୁନୀଲ ସେଟ ସଭାପତିତ୍ୱ କରିବା ସହ ବାର୍ଷିକ ବିବରଣୀ ପଠନ କରିଥିଲେ ।
Read More...

କନ୍ଦାଗାଡ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକମାନଙ୍କ ମାସିକ ସମ୍ମିଳନୀ ଆୟୋଜିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ କନ୍ଦାଗାଡ ଉଚ୍ଚ ବିଦ୍ୟାଳୟରେ ବ୍ଲକର ସମସ୍ତ ହାଇସ୍କୁଲର ପ୍ରଧାନ ଶିକ୍ଷକମାନଙ୍କ ମାସିକ ସମ୍ମିଳନୀ ଆୟୋଜିତ ହୋଇଯାଇଛି । ଗୋଷ୍ଠୀ ଶିକ୍ଷା ଅଧିକାରୀ ଗଣେଶ କିସାନଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ଅତିରିକ୍ତ ଶିକ୍ଷା ଅଧିକାରୀ ଡ.
Read More...

ଡୁଙ୍ଗୁରିପାଲି ବ୍ଲକସ୍ତରୀୟ ଭାଷା, ସାହିତ୍ୟ ଓ ସୃଜନଶୀଳତା ଉତ୍ସବ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକସ୍ତରୀୟ ଭାଷା, ସାହିତ୍ୟ ଓ ସୃଜନଶୀଳତା ଉତ୍ସବ ବ୍ଲକ ଶିକ୍ଷା କାର୍ଯ୍ୟାଳୟ ନିକଟସ୍ଥ ଡୁଙ୍ଗୁରିପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଆୟୋଜିତ ହୋଇଯାଇଛି । ଗୋଷ୍ଠୀ ଶିକ୍ଷା ଅଧିକାରୀ ଗଣେଶ କିଷାନଙ୍କ
Read More...

ବିଦ୍ୟାଳୟ ସ୍ତରୀୟ ଭାଷା, ସାହିତ୍ୟ ଓ ସୃଜନଶୀଳତା ଉତ୍ସବ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ଭାଷା, ସାହିତ୍ୟ ଓ ସୃଜନଶୀଳତା ଉତ୍ସବ ଆୟୋଜିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଅମର ତାଣ୍ଡିଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବକୁ ଡୁଙ୍ଗୁରିପାଲି ସହ
Read More...
error: Content is protected !!