ଇଚ୍ଛାପୁର ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ
ଡୁଙ୍ଗୁରିପାଲି, (କେପିଏନ୍ଏସ୍) : ଆଦିବାସୀ ହରିଜନ ଉନ୍ନୟନ ବିଭାଗ ଓଡିଶା ସରକାରଙ୍କ ଦ୍ୱାରା ପରିଚାଳିତ ଇଚ୍ଛାପୁର ଆଶ୍ରମ ବିଦ୍ୟାଳୟ ଠାରେ ବିଦ୍ୟାଳୟର ପ୍ରଧାନସେବକ ମୋହନ କୁମାର କୁଅଁରଙ୍କ ଅଧ୍ୟକ୍ଷତାରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହେଇଯାଇଛି । ଏହି ଉତ୍ସବରେ ଡୁଙ୍ଗୁରିପାଲି ଗୋଷ୍ଠୀ!-->…
Read More...
Read More...