ଗଜବନ୍ଧ ଶିଶୁ ମନ୍ଦିରରେ ଜେଜେମା ଜେଜେବାପା ସମ୍ମିଳନୀ
ଏସ୍.ରାମପୁର/ଡୁଙ୍ଗୁରିପାଲି, (କେପିଏନ୍ଏସ୍) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଗଜବନ୍ଧଠାରେ ଜେଜେବାପା ଜେଜେମା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଜେଜେବାପା ହରି ସେଠୀ ଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ପ୍ରଧାନ!-->…
Read More...
Read More...