Browsing Tag

dunguripali news

ମାୟାବର୍ହାରେ ୭୫ତମ ଗଣତନ୍ତ୍ର ଦିବସ ପାଳିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ମାୟାବର୍ହା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଓ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତରଫରୁ ମିଳିତ ଭାବରେ ୭୫ତମ ଗଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବରେ ମାୟାବର୍ହା ହାଇସ୍କୁଲର ପ୍ରଧାନଶିକ୍ଷକ ରବିଚନ୍ଦ୍ର
Read More...

ମାୟାବର୍ହା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ମାୟାବର୍ହା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟଠାରେ ଜାତୀୟ କନ୍ୟା ସନ୍ତାନ ଦିବସ ପ୍ରଧାନ ଶିକ୍ଷକ ରବିଚନ୍ଦ୍ର ପଶାୟତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ସଭାରେ ଛାତ୍ରୀଙ୍କ ମଧ୍ୟରୁ ତନୁଶ୍ରୀ ଯୁଆଡି ଓ ଲିପ୍ସା ଯୁଆଡି
Read More...

ଶିକ୍ଷକ ବାସୁଦେବ ଭୋଇଙ୍କ ଦେହାନ୍ତରେ ଶୋକସଭା

ଡୁଙ୍ଗୁରିପାଲି, (ସୁଶିଳ କୁମାର ମିଶ୍ର) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ବାଙ୍କୀପାଲି କ୍ଲଷ୍ଟରର ବୈରାଗୀମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ବାସୁଦେବ ଭୋଇଙ୍କ ଗତ ୧୨ ତାରିଖ ସନ୍ଧ୍ୟା ବେଳେ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୪୯ ବର୍ଷ
Read More...

ଜାତୀୟ ଯୁବ ସପ୍ତାହ ଉପଲକ୍ଷେ ଶାନ୍ତି ପାଇଁ ଯୁବକ ଦିବସ ପାଳିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସମଲେଇଚୁଆଁ ପଂଚାୟତର ଅଇଁଲାସାରୀ ଗଙ୍ଗାଧର ମେହେର ପାଠାଗାରଠାରେ ଜାତୀୟ ଯୁବ ସପ୍ତାହ ଉପଲକ୍ଷେ ଶାନ୍ତି ପାଇଁ ଯୁବକ ଦିବସ ପାଳିତ ହୋଇଯାଇଛି । ପାଠାଗାରର କୋଷାଧ୍ୟକ୍ଷ ଅନିରୁଦ୍ଧ ଗଡତିଆଙ୍କ ସଭାପତିତ୍ୱରେ
Read More...

ଗଜବନ୍ଧର ଆଦର୍ଶ ଶିକ୍ଷକ ବାସୁଦେବ ଭୋଇଙ୍କ ପରଲୋକ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ ଗ୍ରାମର ଆଦର୍ଶ ଶିକ୍ଷକ ବାସୁଦେବ ଭୋଇଙ୍କ ୪୯ ବର୍ଷ ବୟସରେ ପରଲୋକ ହୋଇଯାଇଛି । ସେ ଶ୍ୱାସ ଓ ହୃଦ୍‌ଜନିତ ସମସ୍ୟାରେ ପୀଡିତ ଥିଲେ । ଗଜବନ୍ଧ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଶିକ୍ଷକତା ପରେ ବୈରାଗୀମୁଣ୍ଡା ଉଚ୍ଚ
Read More...

ମାୟାବର୍ହା ହାଇସ୍କୁଲରେ ସୃଜନଶୀଳତା ଉତ୍ସବ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ମାୟାବର୍ହା ହାଇସ୍କୁଲରେ ସୃଜନଶୀଳତା ଉତ୍ସବ ଆୟୋଜିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ରବିଚନ୍ଦ୍ର ପଶାୟତ ଭବ୍ୟ ସଭାରେ ଅଧ୍ୟକ୍ଷତା କରିଥିଲେ । ଉଦ୍‌ଜାପାନୀ ଉତ୍ସବରେ ସୋନପୁର ମହାବିଦ୍ୟାଳୟର
Read More...

ଦ୍ଵିତୀୟ ପର୍ଯ୍ୟାୟ ବିଦ୍ୟାଳୟସ୍ତରୀୟ ମୂଲ୍ୟାୟନ ତାଲିମ ଉଦ୍‌ଯାପିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସରକାରୀ ପ୍ରାଥମିକ ବିଦ୍ୟାଳୟ ପଣ୍ଡକିଟାଲଠାରେ ତ୍ରିଦିବସୀୟ ଅଣ-ଆବାସିକ ତାଲିମ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି । ଜାନୁଆରୀ ୪ ତାରିଖରୁ ଆରମ୍ଭ ହୋଇଥିବା ତାଲିମ ସକାଳ ୧୦ଟାରୁ ୫ଟା ଯାଏ ୬ ତାରିଖ
Read More...

ଡୁଙ୍ଗୁରିପାଲି ହାଇସ୍କୁଲର ୧୯୯୨ ମେଟ୍ରିକ ବ୍ୟାଚର ବନ୍ଧୁ ମିଳନ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ଡୁଙ୍ଗୁରିପାଲି ଉଚ୍ଚ ବିଦ୍ୟାଳୟର ୧୯୯୨ ମେଟ୍ରିକ ବ୍ୟାଚର ଛାତ୍ରଛାତ୍ରୀମାନଙ୍କର ୧୭ତମ ପାରିବାରିକ ମିଳନ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସଭାପତି ଦୟାମୟ ଭୁକ୍ତା, ସଂଯୋଜକ ବଳରାମ ଅଗ୍ରୱାଲ, ମୁଖ୍ୟ ଆବାହକ ପ୍ରଫୁଲ୍ଲ ସ୍ୱାଇଁ,
Read More...

ପଞ୍ଚଦିବସୀୟ ଗ୍ରାମାଞ୍ଚଳ ଗଣିତ ପ୍ରତିଭା ଅନ୍ୱେଷଣ ଆବାସିକ କାର୍ଯ୍ୟକ୍ରମ ଉଦ୍‌ଯାପିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକର ସ୍ଥାନୀୟ ଡୁଙ୍ଗୁରିପାଲି ଉଚ୍ଚ ବିଦ୍ୟାଳୟରେ ପଞ୍ଚଦିବସୀୟ ଗ୍ରାମାଞ୍ଚଳ ଗଣିତ ପ୍ରତିଭା ଅନ୍ୱେଷଣ ଆବାସିକ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି । ଛାତ୍ରୀ ପୂଜା ବରିହା ସ୍ୱାଗତ ନୃତ୍ୟ ପରିବେଷଣ କରିଥିଲେ ।
Read More...

ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ପ୍ରତି ସକାରାତ୍ମକ ମନୋଭାବ ସୃଷ୍ଟି କର୍ମଶାଳା କାର୍ଯ୍ୟକ୍ରମ ଅନୁଷ୍ଠିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକର ଦିଗଶିରା ନୋଡାଲ ଉଚ୍ଚ ବିଦ୍ୟାଳୟଠାରେ ବ୍ଲକସ୍ତରୀୟ ସକାରାତ୍ମକ ପରିବେଶ ସୃଷ୍ଟି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ଗୋଷ୍ଠୀ ସମ୍ବଳ ଶିକ୍ଷକ ମନୋଜ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ
Read More...