ଗଜବନ୍ଧରେ ନୂତନ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା
ଡୁଙ୍ଗୁରିପାଲି, (କେପିଏନ୍ଏସ୍) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ କ୍ଲଷ୍ଟର ସ୍ଥିତ ଗଜବନ୍ଧ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନୂତନ ଭାବେ ଯୋଗ ଦେଇଥିବା ଶିକ୍ଷୟିତ୍ରୀ ବର୍ଷାରାଣୀ ମଲ୍ଲିକ, ଶିକ୍ଷକ ଦିନେଶ ନାଏକ ଓ ବିକାଶ ଭରାସାଗରଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି!-->…
Read More...
Read More...