ପଞ୍ଚଦିବସୀୟ ଗ୍ରାମାଞ୍ଚଳ ଗଣିତ ପ୍ରତିଭା ଅନ୍ୱେଷଣ ଆବାସିକ କାର୍ଯ୍ୟକ୍ରମ ଉଦ୍ଘାଟିତ
ଡୁଙ୍ଗୁରିପାଲି, (କେପିଏନ୍ଏସ୍) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକର ସ୍ଥାନୀୟ ଡୁଙ୍ଗୁରିପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପଞ୍ଚଦିବସୀୟ ଗ୍ରାମାଞ୍ଚଳ ଗଣିତ ପ୍ରତିଭା ଅନ୍ୱେଷଣ ଆବାସିକ କାର୍ଯ୍ୟକ୍ରମ ଉଦ୍ଘାଟିତ ହୋଇଯାଇଛି । ଧୂରିଆପଡା ଅଙ୍କ ଫାଣ୍ଡେସନ୍ର ସହଯୋଗରେ!-->…
Read More...
Read More...