Browsing Tag

dunguripali news

ଶିକ୍ଷକ ରବିନ୍ଦ୍ରନାଥ ଦୀପଙ୍କୁ ସମ୍ବର୍ଦ୍ଧନା

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ବଡକର୍ଲ୍ଲେ ହାଇସ୍କୁଲରେ ଚାକିରିରୁ ସେବା ନିବୃତ୍ତି ଯୋଗୁଁ ହିନ୍ଦୀ ଶିକ୍ଷକ ରବିନ୍ଦ୍ରନାଥ ଦୀପଙ୍କ ଉଦ୍ଦେଶ୍ୟରେ ଅବସରାକାଳୀନ ସମ୍ବର୍ଦ୍ଧନା ସଭା ଆୟୋଜିତ ହୋଇଯାଇଛି । ସ୍କୁଲର ପ୍ରଧାନଶିକ୍ଷକ…
Read More...

ମାୟାବର୍ହା ହାଇସ୍କୁଲରେ ବନ ମହୋତ୍ସବ ପାଳିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ମାୟାବର୍ହା ହାଇସ୍କୁଲରେ ବନ ମହୋତ୍ସବ ପାଳିତ ହୋଇଯାଇଛି । ଗଛ ଆମର ଦେବତା, ଗଛ ଜନ ଓ ଜଙ୍ଗଳରେ ଜୀବନ ସଂଚାରଣ କରିଥାଏ ଓ ଉତ୍ତମ ପରିବେଶ ଯୋଗଇଥାଏ ବୋଲି ପ୍ରଧାନଶିକ୍ଷକ ରବିଚନ୍ଦ୍ର ପଶାୟତଙ୍କ…
Read More...

ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ମାୟାବର୍ହା ହାଇସ୍କୁଲରେ ଦଶମ ଆନ୍ତର୍ଜାତୀୟ ଯୋଗ ଦିବସ ପ୍ରଧାନ ଶିକ୍ଷକ ରବିଚନ୍ଦ୍ର ପଶାୟତଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି । ଡୁଙ୍ଗୁରିପାଲି ଏବିଇଓ ଗୁଞ୍ଜୁଲୁ ମିର୍ଦ୍ଧା ମୁଖ୍ୟଅତିଥି ଭାବରେ…
Read More...

ଡୁଙ୍ଗୁରିପାଲି ବିଦ୍ୟାଳୟରେ ବିଶ୍ୱ ଯୋଗ ଦିବସ ପାଳିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ଆଜି ଜୁନ ୨୧ ତାରିଖ । ବିଶ୍ୱ ଯୋଗ ଦିବସ । ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକର ଡୁଙ୍ଗୁରିପାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବିଶ୍ୱ ଯୋଗ ଦିବସ ପାଳିତ ହୋଇଯାଇଛି । ପ୍ରଧାନଶିକ୍ଷକ ଧୀରେନ୍ଦ୍ର କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…
Read More...

ଅବସରକାଳୀନ ସମ୍ବର୍ଦ୍ଧନା ସଭା

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଂଚାୟତ ଉଚ୍ଚ ବିଦ୍ୟାଳୟ, ବଡକର୍ଲ୍ଲେର କାର୍ଯ୍ୟରତ ଭାରାପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରମୋଦ ପ୍ରଧାନଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଆୟୋଜିତ ହୋଇଯାଇଛି । ବଡକର୍ଲ୍ଲେ ହାଇସ୍କୁଲରେ ୩୩ ବର୍ଷର…
Read More...

ଏନ୍‌ଏମ୍‌ଏମ୍‌ଏସ୍‌ ପାଇଥିବା ଛାତ୍ରଛାତ୍ରୀଙ୍କୁ ବ୍ଲକ ଶିକ୍ଷାଧିକାରୀଙ୍କ ସମ୍ବର୍ଦ୍ଧନା

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ମାୟାବର୍ହା କ୍ଲଷ୍ଟର ଅନ୍ତର୍ଗତ ବଡକର୍ଲେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସଫଳତା ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି । ପାଠପଢାଠୁ ଆରମ୍ଭ କରି ନବୋଦୟ, ବୃତ୍ତି, ପଠାଣି ସାମନ୍ତ, ଏକଲବ୍ୟ,…
Read More...

ମାୟାବର୍ହା ହାଇସ୍କୁଲରେ ମୋ ସ୍କୁଲ ଉତ୍ସବ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ମାୟାବର୍ହା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟଠାରେ ମୋ ସ୍କୁଲ ଅଭିଯାନ ସମ୍ପର୍କିତ ସ୍କୁଲ ସ୍ତରୀୟ ଉତ୍ସବ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ରବିଚନ୍ଦ୍ର ପଶାୟତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ…
Read More...

ଧନ୍ଦାମୂଳକ ତାଲିମ କାର୍ଯ୍ୟକ୍ରମ ଉଦ୍‌ଯାପିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀ ମୌନାବତି ଜାଲଙ୍କ ଅଧ୍ୟକ୍ଷତାରେ ୧୦ ଦିନ ବ୍ୟାପୀ ଆୟୋଜିତ ହୋଇଥିବା ଧନ୍ଦାମୂଳକ ତାଲିମ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି ।…
Read More...

ଶିକ୍ଷୟିତ୍ରୀ ପାଇଲେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଳକ ଅନ୍ତର୍ଗତ ସାଧପାଲି ପ୍ରାଥମିକ ବିଦ୍ୟାଳୟର କନିଷ୍ଠ ଶିକ୍ଷୟିତ୍ରୀ ସୁଶ୍ରୀ ତପସ୍ଵିନୀ ଦାଶ ୫-ଟି ରୂପାନ୍ତରୀକରଣର ଜିଲ୍ଲାସ୍ତରୀୟ ଭବ୍ୟ ଉତ୍ସବରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରାପ୍ତ କରିଛନ୍ତି ।…
Read More...

ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ଵ ଚିନ୍ତନ ଦିବସ ପାଳିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ଡୁଙ୍ଗୁରିପାଲି ବ୍ଲକ ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ଵ ଚିନ୍ତନ ଦିବସ ପାଳିତ ହୋଇଯାଇଛି । ସଭାରେ ପ୍ରଥମେ ସ୍କାଉଟ୍‌ ଓ ଗାଇଡ୍‌ସ୍‌ର ପ୍ରତିଷ୍ଠାତା ଲର୍ଡ ବେଦେନ୍ ପାୱେଲ ଓ ଲେଡୀ ବାଦେନ୍ ପାୱେଲଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି…
Read More...