Browsing Tag

dunguripali news

ମାୟାବର୍ହା ହାଇସ୍କୁଲରେ ସ୍ୱାଧୀନତା ଦିବସ ପାଳିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ମାୟାବର୍ହାଠାରେ ପଂଚାୟତ ହାଇସ୍କୁଲ ମାୟାବର୍ହା, ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତଥା କସ୍ତୁରବା ଗାନ୍ଧୀ ବିଦ୍ୟାଳୟ ତରଫରୁ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷୟତ୍ରୀ ମଉନାବତୀ
Read More...

ବାଙ୍କିପାଲି ହାଇସ୍କୁଲରେ ବନ ମହୋତ୍ସବ ପାଳିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ବାଙ୍କିପାଲି ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ଜୁନିଅର ରେଡକ୍ରସ ୟୁନିଟ ତରଫରୁ ବନ ମହୋତ୍ସବ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନବୀନ କୁମାର ପାଢୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିବା କାର୍ଯ୍ୟକ୍ରମରେ
Read More...

ଜୁନିଅର ରେଡକ୍ରସ ତରଫରୁ ବନ ମହୋତ୍ସବ ପାଳିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ଡୁଙ୍ଗୁରିପାଲ ବ୍ଲକ ଅନ୍ତର୍ଗତ ମାୟାବର୍ହା ପଂଚାୟତ ଉଚ୍ଚ ବିଦ୍ୟାଳୟର ଜୁନିଅର ରେଡକ୍ରସ ୟୁନିଟ ତରଫରୁ ବନ ମହୋତ୍ସବ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ମନୋଜ କୁମାର ପୂଜାରୀଙ୍କ ସଭାପତିତ୍ୱରେ ପାଳିତ ହୋଇଥିବା କାର୍ଯ୍ୟକ୍ରମରେ
Read More...

ସମସ୍ୟା ଘେରରେ ସହଲା ଶ୍ରୀରାମପଡ଼ା

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସମସ୍ୟା ଘେରର ପଡ଼ି ରହିଛି ସହଲା ଶ୍ରୀରାମପଡ଼ା । ତୁରନ୍ତ ସମସ୍ୟାର ସମାଧାନ ପାଇଁ ଗ୍ରାମବାସୀ ମୁଖ୍ୟମନ୍ତ୍ରୀ ଦୃଷ୍ଟି ଦେବାକୁ ନିବେଦନ କରିଛନ୍ତି । ଶ୍ରୀରାମପଡ଼ାବାସୀଙ୍କ ନିବେଦନ ପତ୍ର ଅନୁସାରେ ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍‌ ସହଲା
Read More...

ଡୁଙ୍ଗୁରିପାଲି ବ୍ଲକରେ ଜୁନିଅର ରେଡକ୍ରସ କାର୍ଯ୍ୟକ୍ରମ ତ୍ୱରାନ୍ୱୀତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍କୁଲରେ ଜୁନିଅର ରେଡକ୍ରସ କାର୍ଯ୍ୟକ୍ରମକୁ ତ୍ୱରାନ୍ୱୀତ କରିବାକୁ ପ୍ରୟାସ ଆରମ୍ଭ କରାଯାଇଅଛି । ପ୍ରାଥମିକ ଚିକିତ୍ସା, ବିପର୍ଯ୍ୟୟ ପରିଚାଳନା, ଶିଶୁ ସୁରକ୍ଷା, ସଡକ ସୁରକ୍ଷା ବିଷୟରେ
Read More...

ଡୁଙ୍ଗୁରିପାଲି ବ୍ଲକ ପଣ୍ଡକିଟାଲ-ନାଇକେନ୍‌ପାଲି ଗ୍ରାମ ପଞ୍ଚାୟତ ସରପଞ୍ଚ ଭାବେ ଲଢୁଛନ୍ତି ଗୋବିନ୍ଦ ସେଠ୍‌

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ଡୁଙ୍ଗୁରିପାଲି ବ୍ଲକ ପଣ୍ଡକିଟାଲ-ନାଇକେନ୍‌ପାଲି ଗ୍ରାମ ପଞ୍ଚାୟତ ସରପଞ୍ଚ ଭାବେ ଗୋବିନ୍ଦ ସେଠ୍‌ ଲଢୁଛନ୍ତି । ପଣ୍ଡକିଟାଲ-ନାଇକେନ୍‌ପାଲି ଗ୍ରାମ ପଞ୍ଚାୟତର ସର୍ବାଙ୍ଗୀନ ଉନ୍ନତି ପାଇଁ ତାଙ୍କ ଲକ୍ଷ୍ୟ ରହିଥିବା ସେ ମତ ପ୍ରକାଶ କରିଛନ୍ତି ।
Read More...

ଡୁଙ୍ଗୁରିପାଲି ସାହିତ୍ୟ ଓ ସାଂସ୍କୃତିକ ସଂସଦ ପକ୍ଷରୁ ସ୍ମୃତିଚାରଣ ସଭା

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ଡୁଙ୍ଗୁରିପାଲି ସାହିତ୍ୟ ଓ ସାଂସ୍କୃତିକ ସଂସଦ ପକ୍ଷରୁ ବୁଧବାର ସ୍ଥାନୀୟ ଆର୍‌ଏମ୍‌ସି ଠାରେ ସାହିତ୍ୟିକ ଓ ଶିକ୍ଷାବିତ୍‌ ମଙ୍ଗଳୁ ଚରଣ ବିଶ୍ୱାଳ ଏବଂ ବର୍ଷିୟାନ ଅଭିନେତା ମିହିର ଦାସଙ୍କ ଅମର ଆତ୍ମାର ସଦ୍‌ଗତି ପାଇଁ ଏକ ସ୍ମୃତିଚାରଣ ସଭା ଅନୁଷ୍ଠିତ
Read More...

ବିଶ୍ୱ ହାତଧୁଆ ଦିବସ ପାଳିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ, ମାୟାବର୍ହା ପ୍ରାଙ୍ଗଣରେ ବିଶ୍ୱ ହାତଧୁଆ ଦିବସ ପାଳିତ ହୋଇଯାଇଛି । ପ୍ରଧାନଶିକ୍ଷକ ମନୋଜ କୁମାର ପୂଜାରୀଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ହୋଇଥିବା
Read More...

ମାୟବର୍ହା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସ୍ୱଚ୍ଛତା ହିଁ ଦକ୍ଷତା ବାର୍ତାକୁ ଅନୁକରଣ କରି ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଂଚାୟତ ଉଚ୍ଚ ବିଦ୍ୟାଳୟ, ମାୟାବର୍ହା ତରଫରୁ ସ୍ୱଚ୍ଛତା ପକ୍ଷ ପାଳିତ ହୋଇଯାଇଛି । ପ୍ରଧାନଶିକ୍ଷକ ମନୋଜ କୁମାର ପୂଜାରୀଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ଓ ଜୁନିୟର ରେଡକ୍ରସ
Read More...

ଜୁନିଅର ରେଡକ୍ରସ ୟୁନିଟ ଗଠିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସ୍ଥାନୀୟ ପଂଚାୟତ ଉଚ୍ଚ ବିଦ୍ୟାଳୟ, ମାୟାବର୍ହାରେ ଜୁନିଅର ରେଡକ୍ରସ ୟୁନିଟ ଗଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମନୋଜ କୁମାର ପୂଜାରୀଙ୍କ ଅଧ୍ୟକ୍ଷତାରେ ହୋଇଥିବା କାର୍ଯ୍ୟକ୍ରମରେ ବିଦ୍ୟାଳୟର ରାଜ୍ୟ ପୁରସ୍କାର ପ୍ରାପ୍ତ ଜୁନିଅର ରେଡ୍‌କ୍ରସ
Read More...