ଜୁନିଅର ରେଡକ୍ରସ ତରଫରୁ ବନ ମହୋତ୍ସବ ପାଳିତ
ଡୁଙ୍ଗୁରିପାଲି, (କେପିଏନ୍ଏସ୍) : ଡୁଙ୍ଗୁରିପାଲ ବ୍ଲକ ଅନ୍ତର୍ଗତ ମାୟାବର୍ହା ପଂଚାୟତ ଉଚ୍ଚ ବିଦ୍ୟାଳୟର ଜୁନିଅର ରେଡକ୍ରସ ୟୁନିଟ ତରଫରୁ ବନ ମହୋତ୍ସବ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ମନୋଜ କୁମାର ପୂଜାରୀଙ୍କ ସଭାପତିତ୍ୱରେ ପାଳିତ ହୋଇଥିବା କାର୍ଯ୍ୟକ୍ରମରେ!-->…
Read More...
Read More...