ଅବସରପ୍ରାପ୍ତ ଶିକ୍ଷକ ମୀନକେତନ ତ୍ରିପାଠୀଙ୍କ ପରଲୋକ
ଡୁଙ୍ଗୁରିପାଲି, (କେପିଏନ୍ଏସ୍) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସମଲେଇଚୁଆଁ ପଂଚାୟତ ଅନ୍ତର୍ଗତ ଠେଙ୍ଗାନାଲ ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ମୀନକେତନ ତ୍ରିପାଠୀଙ୍କ ପରଲୋକ ହୋଇଯାଇଛି । ବାର୍ଦ୍ଧକ୍ୟ ଯୋଗୁଁ ଅସୁସ୍ଥ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ବୟସ ହେଉଥିଲା ।!-->…
Read More...
Read More...