ସୁଲେଇ ପ୍ରାଥମିକ ବିଦ୍ୟାଳୟରେ ବର୍ଣ୍ଣବୋଧ ଦିବସ
ଡୁଙ୍ଗୁରିପାଲି, (କେପିଏନ୍ଏସ୍) : ସୁବର୍ଣ୍ଣପୁର ଜିଲ୍ଲା ଡ଼ୁଙ୍ଗୁରିପାଲି ବ୍ଲକ ଗଜବନ୍ଧ କ୍ଲଷ୍ଟର ଅନ୍ତର୍ଗତ ସୁଲେଇ ପ୍ରାଥମିକ ବିଦ୍ୟାଳୟରେ ବର୍ଣ୍ଣବୋଧ ଦିବସ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷୟିତ୍ରୀ ମାନିନୀ ବାଘ ସଭାପତିତ୍ୱ କରି ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ!-->…
Read More...
Read More...