ବେହେରାମାଲ କ୍ଲଷ୍ଟର ତ୍ରିଦିବସୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା
ଡୁଙ୍ଗୁରିପାଲି, (କେପିଏନ୍ଏସ୍) : ଡୁଙ୍ଗୁରିପାଲି ବ୍ଲକ ବେହେରାମାଲ କ୍ଲଷ୍ଟର ଅନ୍ତର୍ଗତ ବଡ଼ଭାଲୁପାଲି ଉଚ୍ଚପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ତ୍ରିଦିବସୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ସୁରେନ୍ଦ୍ର ରଥଙ୍କ ତତ୍ୱାବଧାନରେ ଅନୁଷ୍ଠିତ!-->…
Read More...
Read More...