ସୁରେନ୍ଦ୍ର ସାଏ ଦିବ୍ୟ ଦୃଷ୍ଟି ଯୋଜନା କାର୍ଯ୍ୟକ୍ରମ ଅନୁଷ୍ଠିତ
ଡୁଙ୍ଗୁରିପାଲି, (କେପିଏନ୍ଏସ୍) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଶୁଖାଠାରେ ଶିକ୍ଷା ଓ ସ୍ୱାସ୍ଥ୍ୟ ବିଭାଗ ମିଳିତ ଆନୁକୂଲ୍ୟରେ ବ୍ଲକସ୍ତରୀୟ ସୁରେନ୍ଦ୍ର ସାଏ ଦିବ୍ୟଦୃଷ୍ଟି ଯୋଜନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ!-->…
Read More...
Read More...