Browsing Tag

dunuguri pali- news

ମାୟାବର୍ହା ହାଇସ୍କୁଲଠାରେ ଜାତୀୟ ମହାକାଶ ଦିବସ ପାଳିତ

ଡୁଙ୍ଗୁରିପାଲି : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ. ରବିଚନ୍ଦ୍ର ପଶାୟତଙ୍କ ସଭାପତିତ୍ଵରେ ଜାତୀୟ ମହାକାଶ ଦିବସ ପାଳିତ ହୋଇଯାଇଛି । ବିଜ୍ଞାନ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ଦିବସକୁ ସଂଯୋଜନା କରିବା
Read More...

ମାୟାବର୍ହାରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ୧୬୪ତମ ଜୟନ୍ତୀ ପାଳିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହ୍ାଠାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ. ରବିଚନ୍ଦ୍ର ପଶାୟତଙ୍କ ସଭାପତିତ୍ଵରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ୧୬୪ ତମ ଜୟନ୍ତୀ ପାଳିତ ହୋଇଯାଇଛି । ସଭାରେ
Read More...

ମାୟାବର୍ହା ଗ୍ରାମରେ ଜାତୀୟ ତ୍ରିରଙ୍ଗା ପତାକା ଶୋଭାଯାତ୍ରା ଆୟୋଜିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାର୍ହାବରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ. ରବିଚନ୍ଦ୍ର ପଶାୟତଙ୍କ ପ୍ରତ୍ୟକ୍ଷ ତତ୍ୱବଧାନ ତଥା ପରିଚାଳନା କମିଟି, ମୋ ସ୍କୁଲ ଅଭିଯାନ କମିଟିର ସଦଶ୍ୟବୃନ୍ଦ, ସ୍ଵଂୟ
Read More...

ବର୍ଣ୍ଣାଳୀ ଜୋନାଲ ସଂଯୋଜିକା ସ୍ୱାହା ଦାଶଙ୍କ ପରିଦର୍ଶନ ଓ ସମୀକ୍ଷା

ଡୁଙ୍ଗୁରିପାଲ, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଚିନାଜୁରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି ବଲାଙ୍ଗିର ଜୋନର ବର୍ଣ୍ଣାଳୀ ପାଠ୍ୟକ୍ରମ ମୁଖ୍ୟ ସ୍ୱାହା ଦାଶ । କିଶୋରୀ ବାଳକ ବାଳିକାମାନଙ୍କ ମନୋଭାବର ବିକାଶ, ଶାରୀରିକ ଓ ମାନସିକ ପରିବର୍ତ୍ତନ,
Read More...

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଗଜବନ୍ଧଠାରେ ଘର ହିଁ ବିଦ୍ୟାଳୟ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଗଜବନ୍ଧଠାରେ ଘର ହିଁ ବିଦ୍ୟାଳୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବାବାଜୀ ସାହୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ତେଜେଶ୍ଵର ଦାସ ମୁଖ୍ୟ ବକ୍ତା ଭାବେ
Read More...

ଶତାୟୁ ମହିଳାଙ୍କ ପରଲୋକ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଶୁଖା ପଂଚାୟତ ଅନ୍ତର୍ଗତ ହଳଦୀ ଗ୍ରାମର ଧର୍ମପ୍ରାଣା ଶତାୟୁ ମହିଳା ପଦ୍ମାବତୀ ଠାକୁରଙ୍କ ପରଲୋକ ହୋଇଯାଇଛି । ସେ ବୟସାଧିକ୍ୟ ଯୋଗୁଁ ଅସୁସ୍ଥ ଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୧୦୫ ବର୍ଷ ବୟସ ହେଉଥିଲା ।
Read More...

ମାୟାବର୍ହାରେ ବନମହୋତ୍ସବ ପାଳିତ : ଗଛ ଆମର ମାଆ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହ୍।ଠାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ. ରବିଚନ୍ଦ୍ର ପଶାୟତଙ୍କ ମାର୍ଗଦର୍ଶନ କ୍ରମେ ବନମହୋତ୍ସବ ଅବସରରେ "ମା ପାଇଁ ଗଛ ଟିଏ" କାର୍ଯ୍ୟକ୍ରମ ଅନୁଷ୍ଠିତ
Read More...

ମାୟାବର୍ହା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟଠାରେ ବୋର୍ଡ ସାର୍ଟିଫିକେଟ ବଣ୍ଟନ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହ୍। ଠାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ. ରବିଚନ୍ଦ୍ର ପଶାୟତଙ୍କ ସଭାପତିତ୍ଵରେ ୨୦୨୪-୨୫ ବୋର୍ଡ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଛାତ୍ର ଛାତ୍ରୀମାନଙ୍କୁ
Read More...