ଦାୟିତ୍ୱ ଗ୍ରହଣ କଲେ କନ୍ଧମାଳର ନୂଆ ଜିଲ୍ଲାପାଳ ଆଇଏଏସ ବେଦଭୂଷଣ
ଫୁଲବାଣୀ : ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ ପରେ କନ୍ଧମାଳର ନୂତନ ଜିଲ୍ଲାପାଳ ଭାବେ ବେଦଭୂଷଣଙ୍କୁ ନିଯୁକ୍ତି ମିଳିଛି । ସୋମବାର ସେ କାର୍ଯ୍ୟାଳୟରେ ପହଞ୍ଚି ଦାୟିତ୍ୱ ଗ୍ରହଣ କରିଛନ୍ତି । ଜିଲ୍ଲାର ସମସ୍ତ ଉନ୍ନୟନ ମୂଳକ ଯୋଜନାକୁ ତ୍ୱରାନ୍ୱିତ କରାଯିବ ବୋଲି ନୂତନ ଜିଲ୍ଲାପାଳ କହିଛନ୍ତି ।!-->…
Read More...
Read More...