କୋଶଲ ଭାରତୀର ସଂଧ୍ୟାକାଳୀନ ଅନଲାଇନ କୋଶଲି କବିତା ଆସର୍ ଆୟୋଜିତ
ଗାଇସିଲାଟ, (ପୁସ୍ତମ୍ ଯୁଆଡି ) : କୋଶଲ ଭାରତୀ ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ଗାଇସିଲାଟ ତରଫରୁ ଗୁଗୁଲ ମିଟ୍ ମାଧ୍ୟମରେ ଏକ ଅନଲାଇନ କୋଶଲି କବିତା ଆସର୍ ଆୟୋଜିତ ହୋଇଯାଇଛି । କବି ଦିଲ୍ଲୀପ କୁମାର ସରାପଙ୍କର ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିବା ଏହି କବିତା ଆସରକୁ ସଂଯୋଜନା କରିଥିଲେ!-->…
Read More...
Read More...