୧୬ ନମ୍ବର ଜାତୀୟ ରାଜପଥ ଗ୍ୟାସ୍ ସିଲିଣ୍ଡର ବୋଝେଇ ଟ୍ରକରେ ଲାଗିଲା ନିଆଁ
ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଥାନା ଅନ୍ତର୍ଗତ ସୂର୍ଯ୍ୟନାରାୟଣପୁର ୧୬ ନମ୍ବର ଜାତୀୟ ରାଜପଥରେ ଖୋର୍ଦ୍ଧାରୁ ବ୍ରହ୍ମପୁର ଅଭିମୁଖେ ନେଇ ଯାଉଥିବା ଘରୋଇ ଗ୍ୟାସ୍ ସିଲିଣ୍ଡର ବୋଝେଇରେ ଟ୍ରକ କୌଣସି କାରଣ ବଶତଃ ନିଆଁ ଲାଗିଯାଇଥିଲା । ଫଳରେ ହୁତୁହୂତୁ ହୋଇ ଜଳିଲା ଟ୍ରକ୍ ।!-->…
Read More...
Read More...