ଘାଟିରୁ ଖସିଲା ହଳଦୀ ବୋଝେଇ ଟ୍ରକ୍ : ୧ ମୃତ
ଗଞ୍ଜାମ : ଗଞ୍ଜାମ ଜିଲ୍ଲା ତପ୍ତପାଣି ଘାଟି ଯୋକରାପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବା ଖବର ମିଳିଛି । ମୋହନା(ଗଜପତି)ରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଏକ ହଳଦୀ ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଭାରସାମ୍ୟ ହରାଇ ଟ୍ରକ୍ଟି ଘାଟି ତଳକୁ ଖସିପଡ଼ି ଥିବା ବେଳେ!-->…
Read More...
Read More...