ଦନ୍ତପୁର ଐତିହ୍ୟ ସଂସ୍କୃତି ମଞ୍ଚ ଗଠନ ନିମିତ୍ତ ପ୍ରସ୍ତୁତି ବୈଠକ
ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ସୁବଳୟା ଗୋପାଳ କୃଷ୍ଣ ହାଇସ୍କୁଲଠାରେ ଦନ୍ତ ପୁର ଐତିହ୍ୟ ସଂସ୍କୃତି ମଞ୍ଚ ଗଠନ ସକାଶେ ଏକ ପୂର୍ବ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଛତ୍ରପୁର ପୂର୍ବତନ ବିଧାୟକ ଅଶୋକ ଚୌଧୁରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ!-->…
Read More...
Read More...