ବାଇକ୍ ଦୁର୍ଘଟଣାରେ ଯୁବକ ମୃତ
ଗଞ୍ଜାମ : ବାଇକ୍ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ । ଗଞ୍ଜାମ ଜିଲ୍ଲା କୋଟିନଡା ଥାନା କଲେଜଛକ ସୂତାକଳ ନିକଟରେ ଘଟିଛି ଏହି ଦୁର୍ଘଟଣା । ମୃତ ଯୁବକ ହରିଡ଼ାପଦର ପଞ୍ଚାୟତ ମାଗୁରା ଗ୍ରାମର ବାଦଲ ନାୟକ ବୋଲି ଜଣାପଡ଼ିଛି । ବାଦଲ ନିଜ ବାଇକ ଯୋଗେ ଗାଁଁକୁ ଫେରିବା ସମୟରେ ସୂତାକଳ ନିକଟରେ!-->…
Read More...
Read More...