Browsing Tag

ganjam news

ନିଖୋଜ ଥିବା ଯୁବକର ଶବ କୂଅରୁ ଉଦ୍ଧାର

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ରମ୍ଭା ଥାନା ଅଧିନସ୍ତ ବୋରିଗାଁର ଜୈନେକ ଯୁବକଙ୍କ ଶବ ଝଡ଼େଶ୍ୱର ପାର୍ଶ୍ୱ ଏକ ଶସ୍ୟ କ୍ଷେତ୍ରରେ ରହିଥିବା ମୁକ୍ତ କୂଅ ମଧ୍ୟରୁ ଉଦ୍ଧାର କରାଯାଇଛି । ଯୁବକ ଜଣକ ବୋରିଗାଁର ପପୁନ ନାହାକ(୨୬) ବୋଲି ଜଣାପଡିଛି । ଶସ୍ୟକ୍ଷେତ୍ରର
Read More...

ହୁମ୍ମା ସଲ୍ଟ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ଉଦ୍‌ଯାପିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା ) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତ ହୁମ୍ମା ସଲ୍ଟ କଲେଜର ନୁଆ ଓଡିଶା, ନବୀନ ଓଡିଶା କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି । ଏଥିରେ କଲେଜ ଅଧ୍ୟକ୍ଷ ଡ଼ଃ ନିରଞ୍ଜନ ରଥଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଛତ୍ରପୁର
Read More...

ଗଞ୍ଜାମ ମହିଳା ମହାବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ପାଳିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହରସ୍ଥିତ ଯଶୋଦା ମହିଳା ଡିଗ୍ରୀ ମହାବିଦ୍ୟାଳୟର ବାର୍ଷିକ କ୍ରୀଡା ମହୋତ୍ସବ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମଠାରେ ଉଦ୍‌ଘାଟିତ ହୋଇଯାଇଛି । ମହାବିଦ୍ୟାଳୟ ଅଧକ୍ଷା ଶ୍ରୀମତୀ ଲିପିକା ପଣ୍ଡାଙ୍କ ଅଧ୍ୟକ୍ଷତାରେ ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି
Read More...

ନୁଆ ଓଡିଶା ଯୁବ ଓଡିଶା କ୍ରୀଡା ମହୋତ୍ସବ ଉଦ୍‌ଯାପିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହରସ୍ଥିତ ମହାବିଦ୍ୟାଳୟରେ ନୁଆ-ଓ ଯୁବ ଓଡିଶା, ନବିନ ଓଡିଶା କାର୍ଯ୍ୟକ୍ରମ ଗତ ୧୬ ତାରିଖରୁ ଆରମ୍ଭ ହୋଇ ୭ ଦିନ ବ୍ୟାପି କ୍ରୀଡା ମହୋତ୍ସବ ଉଦ୍‌ଯାପିତ ହୋଇଯାଇଛି । ଗଞ୍ଜାମ ମହାବିଦ୍ୟାଳୟ ଅଧ୍ୟକ୍ଷ ପ୍ରଫେସର ସୀମାଞ୍ଚଳ ଭୋଳଙ୍କ ଅଧ୍ୟକ୍ଷତାରେ
Read More...

ଗଞ୍ଜାମ ଥାନା ଅଧିକାରିଣୀଙ୍କ ନେତୃତ୍ୱରେ ପୋଲିସକୁ ସଫଳତା

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଥାନା ଅନ୍ତର୍ଗତ ପୁଇଁତଲା ଗ୍ରାମର ଏକ ତାଲା ବନ୍ଦ ଥିବା ଘରୁ ଗତ ଦୁଇମାସ ତଳେ ସୁନା ଅଳଙ୍କାର ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଥିଲା । ଏହାକୁ ଭିତ୍ତି କରି ପୋଲିସ ମାମଲା ରୁଜୁ କରିବା ସହ ତଦନ୍ତ ଜାରି ରଖିଥିଲା । ଶୁକ୍ରବାର ଉକ୍ତ ଡକାୟତି
Read More...

ଗଞ୍ଜାମ ବ୍ଲକସ୍ତରୀୟ କ୍ରୀଡା ମହୋତ୍ସଵ ଉଦ୍‌ଯାପିତ ସମାରୋହ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ୪ଦିନ ଧରି ଭାରତୀ ବିଦ୍ୟାପୀଠ ମିନି ଷ୍ଟାଡିଅମରେ ବ୍ଲକସ୍ତରୀୟ କ୍ରୀଡା ମହୋତ୍ସଵ ଅନୁଷ୍ଠିତ ହୋଇ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି । ଉଦ୍‌ଯାପନୀ ଉତ୍ସବରେ ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରା ମୁଖ୍ୟଅତିଥି ଭାବେ
Read More...

ଖଣ୍ଡଦେଉଳି ହାଇସ୍କୁଲରେ ୫୪ତମ ବାର୍ଷିକ ଉତ୍ସବ ମହାଆଡମ୍ବରରେ ପାଳିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ଖଣ୍ଡଦେଉଳି ହାଇସ୍କୁଲର ୫୪ତମ ବାର୍ଷିକ ଉତ୍ସବ ମହାଆଡମ୍ବରରେ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ସ୍କୁଲ ପ୍ରଧାନ ଶିକ୍ଷକ ଡ଼ଃ ଶଙ୍କର ନାରାୟଣ ବେଜଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଇଥିଲା । ମୁଖ୍ୟଅତିଥି
Read More...

ଗଞ୍ଜାମ ମହାବିଦ୍ୟାଳୟ କ୍ରୀଡା ମହୋତ୍ସବ ଉଦ୍‌ଘାଟିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ମହାବିଦ୍ୟାଳୟରେ ନୂଆଁ ଓଡ଼ିଶା ନବୀନ ଓଡିଶା ପରିପ୍ରେକ୍ଷୀରେ କ୍ରୀଡା ମହୋତ୍ସବର ଶୁଭ ଉଦ୍‌ଘାଟନ ହୋଇଯାଇଛି । କଲେଜ ଅଧ୍ୟକ୍ଷ ସୀମାଞ୍ଚଳ ଭୋଳଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଗଞ୍ଜାମ ଏନ୍‌ଏସି ଉପାଧ୍ୟକ୍ଷ
Read More...

ବନ ବିଭାଗ ତରଫରୁ ଡ଼ଲ୍‌ଫିନ୍‌ ଗଣନା ନେଇ ପ୍ରଶିକ୍ଷଣ ଶିବିର

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହର ନିକଟରେ ସମୁଦ୍ର ଓ ନଦୀର ମିଳନ ଋଷିକୁଲ୍ୟା ମୁହାଁଣରେ ଡ଼ଲ୍‌ଫିନ୍‌ ବହୁଳ ଭାବେ ଦେଖାଯାଇଥାଏ । ଯାହାକୁ ନେଇ ଜାନୁୟାରୀ ୨୦, ୨୧ ଓ ୨୨ ତାରିଖ ଏହି ତିନିଦିନ ଋଷିକୁଲ୍ୟା ମୁହାଁଣରେ ବନ ବିଭାଗ ତରଫରୁ ଡ଼ଲ୍‌ଫିନ୍‌ ଗଣନା କରାଯାଇଥାଏ । ଏହାକୁ
Read More...

ଗଞ୍ଜାମରେ ଆୟାପ୍ପା ସ୍ୱାମୀଙ୍କ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମରେ ୪ର୍ଥତମ ଆୟାପ୍ପା ସ୍ୱାମୀଙ୍କ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଗଞ୍ଜାମ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ୬୦ଜଣ ଆୟାପ୍ପା ସ୍ୱାମୀମାନେ ଯୋଗଦେଇ ଆୟାପ୍ପାଙ୍କ ପ୍ରତିମୂର୍ତ୍ତୀ
Read More...