Browsing Tag

ganjam news

ଶ୍ରୀକ୍ଷେତ୍ରରେ ସମ୍ମାନିତ ହେଲେ ଓଜେୟୁ କାର୍ଯ୍ୟକାରିଣୀ ସଭାପତି ଉମାକାନ୍ତ ବେହେରା

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଖୋର୍ଦ୍ଧା ଜିଲ୍ଲା ନିଶିଗନ୍ଧା ସାହିତ୍ୟ ସଂସଦ, ଭୁବନେଶ୍ୱର ପକ୍ଷରୁ ପୁରୀ ଶ୍ରୀକ୍ଷେତ୍ର ମେଳରେ ଗଞ୍ଜାମ ଜିଲ୍ଲା ଓ.ଜେ.ୟୁ କାର୍ଯ୍ୟକାରିଣୀ ସଭାପତି ଉମାକାନ୍ତ ବେହେରାଙ୍କୁ ମାନପତ୍ର ଓ ଉପଢୌକନ ଦେଇ ସମ୍ମାନିତ କରାଯାଇଥିଲା । ଯାହାକୁ ନେଇ ତାଙ୍କୁ…
Read More...

ଗଞ୍ଜାମ ବ୍ଲକସ୍ତରୀୟ ତାଲିମ ମେଳା

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଜିଲ୍ଲା ବ୍ଲକସ୍ତରୀୟ ଶିକ୍ଷା ଓ ତାଲିମ ନିମନ୍ତେ ପରାମର୍ଶ ମେଳା ଭାରତୀ ବିଦ୍ୟାପୀଠ ସଭାଗୃହରେ ଗୁରୁବାର ଦିନ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ମୁଖ୍ୟଅତିଥି ଭାବେ ଯୋଗଦେଇ ବର୍ତ୍ତମାନ…
Read More...

ରାଜସ୍ୱ ମେଳା ପଟା ବଣ୍ଟନ କାର୍ଯ୍ୟକ୍ରମ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ତହସିଲ କାର୍ଯ୍ୟାଳୟ ପକ୍ଷରୁ ତହସିଲ କାର୍ଯ୍ୟାଳୟ ପରିସର ମଧ୍ୟରେ ଗ୍ରାମ କଣ୍ଟକ ପଟା ବଣ୍ଟନ କାର୍ଯ୍ୟକ୍ରମ ବୁଧବାର ଦିନ ତହସିଲଦାର କୁଞ୍ଜ ବିହାରୀ ଜେନାଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ବ୍ରହ୍ମପୁର ସାଂସଦ…
Read More...

ନିଖୋଜ ଥିବା ଯୁବକର ଶବ କୂଅରୁ ଉଦ୍ଧାର

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ରମ୍ଭା ଥାନା ଅଧିନସ୍ତ ବୋରିଗାଁର ଜୈନେକ ଯୁବକଙ୍କ ଶବ ଝଡ଼େଶ୍ୱର ପାର୍ଶ୍ୱ ଏକ ଶସ୍ୟ କ୍ଷେତ୍ରରେ ରହିଥିବା ମୁକ୍ତ କୂଅ ମଧ୍ୟରୁ ଉଦ୍ଧାର କରାଯାଇଛି । ଯୁବକ ଜଣକ ବୋରିଗାଁର ପପୁନ ନାହାକ(୨୬) ବୋଲି ଜଣାପଡିଛି । ଶସ୍ୟକ୍ଷେତ୍ରର…
Read More...

ହୁମ୍ମା ସଲ୍ଟ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ଉଦ୍‌ଯାପିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା ) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତ ହୁମ୍ମା ସଲ୍ଟ କଲେଜର ନୁଆ ଓଡିଶା, ନବୀନ ଓଡିଶା କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି । ଏଥିରେ କଲେଜ ଅଧ୍ୟକ୍ଷ ଡ଼ଃ ନିରଞ୍ଜନ ରଥଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଛତ୍ରପୁର…
Read More...

ଗଞ୍ଜାମ ମହିଳା ମହାବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ପାଳିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହରସ୍ଥିତ ଯଶୋଦା ମହିଳା ଡିଗ୍ରୀ ମହାବିଦ୍ୟାଳୟର ବାର୍ଷିକ କ୍ରୀଡା ମହୋତ୍ସବ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମଠାରେ ଉଦ୍‌ଘାଟିତ ହୋଇଯାଇଛି । ମହାବିଦ୍ୟାଳୟ ଅଧକ୍ଷା ଶ୍ରୀମତୀ ଲିପିକା ପଣ୍ଡାଙ୍କ ଅଧ୍ୟକ୍ଷତାରେ ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି…
Read More...

ନୁଆ ଓଡିଶା ଯୁବ ଓଡିଶା କ୍ରୀଡା ମହୋତ୍ସବ ଉଦ୍‌ଯାପିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହରସ୍ଥିତ ମହାବିଦ୍ୟାଳୟରେ ନୁଆ-ଓ ଯୁବ ଓଡିଶା, ନବିନ ଓଡିଶା କାର୍ଯ୍ୟକ୍ରମ ଗତ ୧୬ ତାରିଖରୁ ଆରମ୍ଭ ହୋଇ ୭ ଦିନ ବ୍ୟାପି କ୍ରୀଡା ମହୋତ୍ସବ ଉଦ୍‌ଯାପିତ ହୋଇଯାଇଛି । ଗଞ୍ଜାମ ମହାବିଦ୍ୟାଳୟ ଅଧ୍ୟକ୍ଷ ପ୍ରଫେସର ସୀମାଞ୍ଚଳ ଭୋଳଙ୍କ ଅଧ୍ୟକ୍ଷତାରେ…
Read More...

ଗଞ୍ଜାମ ଥାନା ଅଧିକାରିଣୀଙ୍କ ନେତୃତ୍ୱରେ ପୋଲିସକୁ ସଫଳତା

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଥାନା ଅନ୍ତର୍ଗତ ପୁଇଁତଲା ଗ୍ରାମର ଏକ ତାଲା ବନ୍ଦ ଥିବା ଘରୁ ଗତ ଦୁଇମାସ ତଳେ ସୁନା ଅଳଙ୍କାର ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଥିଲା । ଏହାକୁ ଭିତ୍ତି କରି ପୋଲିସ ମାମଲା ରୁଜୁ କରିବା ସହ ତଦନ୍ତ ଜାରି ରଖିଥିଲା । ଶୁକ୍ରବାର ଉକ୍ତ ଡକାୟତି…
Read More...

ଗଞ୍ଜାମ ବ୍ଲକସ୍ତରୀୟ କ୍ରୀଡା ମହୋତ୍ସଵ ଉଦ୍‌ଯାପିତ ସମାରୋହ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ୪ଦିନ ଧରି ଭାରତୀ ବିଦ୍ୟାପୀଠ ମିନି ଷ୍ଟାଡିଅମରେ ବ୍ଲକସ୍ତରୀୟ କ୍ରୀଡା ମହୋତ୍ସଵ ଅନୁଷ୍ଠିତ ହୋଇ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି । ଉଦ୍‌ଯାପନୀ ଉତ୍ସବରେ ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରା ମୁଖ୍ୟଅତିଥି ଭାବେ…
Read More...

ଖଣ୍ଡଦେଉଳି ହାଇସ୍କୁଲରେ ୫୪ତମ ବାର୍ଷିକ ଉତ୍ସବ ମହାଆଡମ୍ବରରେ ପାଳିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ଖଣ୍ଡଦେଉଳି ହାଇସ୍କୁଲର ୫୪ତମ ବାର୍ଷିକ ଉତ୍ସବ ମହାଆଡମ୍ବରରେ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ସ୍କୁଲ ପ୍ରଧାନ ଶିକ୍ଷକ ଡ଼ଃ ଶଙ୍କର ନାରାୟଣ ବେଜଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଇଥିଲା । ମୁଖ୍ୟଅତିଥି…
Read More...