ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ବାଇକ ଆରୋହୀ ମୃତ
ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଥାନା ୧୬ ନମ୍ବର ଜାତୀୟ ରାଜପଥ ନୂଆଗାଁ ସ୍ଥିତ ଏକ ଢାବା ସମ୍ମୁଖରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଧକ୍କା ଦେବା ପରେ ଟ୍ରକଟି ଉକ୍ତ ବ୍ୟକ୍ତିଙ୍କ ଉପରେ ମାଡିଯାଇଥିଲା । ଫଳରେ ତାଙ୍କର!-->…
Read More...
Read More...